Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଯୁବକକୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ

0

ବାରିପଦା,(ନିରପେକ୍ଷ ଖବର)୧/୯: ଜଣେ ଯୁବକୁ ମଦ ପିଇବାକୁ ଡାକିନେଇ ତାର ସାଙ୍ଗମାନେ ପଥରରେ ଛେଚି ଛେଚି ହତ୍ୟା କରିଥିବା ଅଭିଯୋଗ ଆଣିଲେ ମୂର୍ତ ଯୁବକର ଭାଇ। ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ସୋରଶଳ ଗାଁରେ ଶନିବାର ଦିନ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଯାଇଛି। ଗତକାଲି ବିଳମ୍ବିତ ରାତ୍ରିରେ ସୋରଶଳ ଗାଁର ଯୁବକ ଜଣଙ୍କ ଗାଁ ନିକଟ ମଦ ଦୋକାନ ରୁ ମଦ ପିଇବା ପରେ ଘରକୁ ଆସିବା ସମୟରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ହେଲେ ସେହି ଗାଁର ଗୋପୀନାଥ ନାୟକ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ବେତନଟୀ ଥାନାଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଜାରି ରଖିଛି।

Mo sapath

Leave A Reply

Your email address will not be published.