Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା…..

ଧାରୁଆ ଅସ୍ତ୍ର ମାଧ୍ୟମରେ ନିର୍ମମ ହତ୍ୟା ....

0

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ଜମି ବିବାଦକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ହତ୍ୟା । ଏହି ଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜର କପ୍ତିପଦା ଥାନା ଅଧିନସ୍ଥ ଛାଞ୍ଚୁଣୀଆ ଗାଁରେ। ଦୀର୍ଘଦିନ ଧରି ଜମିବାଡି ବିବାଦକୁ ନେଇ ଛାଞ୍ଚୁଣୀଆ ଗାଁର ସୁଗୁନି ଚାତାରଙ୍କର, ନିଜ ସମ୍ପର୍କୀୟଙ୍କ ସହ ଝଗଡା ଲାଗିରହୁଥିଲା। ଗତ ଅକ୍ଟୋବର ୨୦ ତାରଖ ବିଳମ୍ବିତ ରାତିରେ ସେମାନଙ୍କ ମଧ୍ୟରେ ପୁଣି ଜମିବାଡିକୁ କେନ୍ଦ୍ର କରି ଝଗଡା ହୋଇଥିଲା । ଯାହାଫଳରେ ସୁଗୁନିଙ୍କ ସମ୍ପର୍କୀୟ ଦିଅର ଗୁଣ୍ଡା ଲଗାଇ ଧାରୁଆ ଅସ୍ତ୍ର ସାହାର୍ଯ୍ୟରେ ତାଙ୍କ ମୁଣ୍ଡକୁ ଆଘାତ ଦେବାପରେ ସେ ଗୁରୁତର ଆହତ ହୋଇଥିଲେ।ଗୁରୁତର ଅବସ୍ଥାରେ ସୁଗୁନିଙ୍କ ପରିବାର ଲୋକେ ତାଙ୍କୁ ପ୍ରଥମେ ଉଦଳା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଦଳାରୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୂର୍ମୁ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଗତ ଗୁରୁବାର ବିଳମ୍ବିତ ରାତ୍ରିରେ ସୁଗୁନିଙ୍କ ମୃତ୍ୟୁ ଘଟିଛି । ଏନେଇ ସୁଗୁନିଙ୍କ ପୁଅ ଓ ଝିଅ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ଯୁବକଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି। ଏପଟେ ହତ୍ୟାକାରୀ, ମୃତ ସୁଗୁନିଙ୍କ ପରିବାରକୁ ବାରମ୍ବାର ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି।

Mo sapath

Leave A Reply

Your email address will not be published.