ବାରିପଦା,ନିରପେକ୍ଷ ଖବର:୧୬/ଜୁଲାଇ ୨୦୧୯(ମଙ୍ଗଳବାର)- ସ୍ଥାନୀୟ ଏକ ହୋଟେଲରୁ ଜଣେ ଯୁବକର ସନ୍ଧେହ ଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ଥାନା ପୁଲିସ୍ ଏହି ମୃତ ଦେହକୁ ଉଦ୍ଧାର କରିଛି। ମଙ୍ଗଳବାର ଅପରାହ୍ନ 2ଟା ସମୟରେ ବାରିପଦା ସହର ମଧ୍ୟ ଭାଗରେ ଥିବା ଅପର୍ଣ୍ଣା ହୋଟେଲରୁ ଏକ ରୁମରୁ ଜଣେ ଯୁବକର ମୃତ ଦେହ ଉଦ୍ଧାର କରାଯାଇଛି। ହୋଟେଲ ରୁମ ମଧ୍ୟରୁ ଗୋଟେ ମଦ ବୋତଲ ସମେତ ବିଭିନ୍ନ ପ୍ରକାରର ଖାଦ୍ୟ ସାମଗ୍ରୀ ପୁଲିସ ଜବତ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ ମୃତ ଯୁବକ ଜଣକ ହେଲେ ଉଦଳା ଏନ,ଏ,ସି ଅନ୍ତର୍ଗତ 9 ନମ୍ୱର ୱାର୍ଡର ମେଣ୍ଢାସାହିର ରବୀନ୍ଦ୍ର ବେହେରା। ରବୀନ୍ଦ୍ର ସୋମବାର ଦିନ ପାରିବାରିକ କଳହରୁ ସେ ଘରୁ ଆସି ରାତିରେ ବାରିପଦାରେ ଥିବା ଅପର୍ଣ୍ଣା ହୋଟେଲରେ ଏକ ରୁମ୍ ବୁକିଙ୍ଗ କରିଥିଲା। ରାତି ପାହିବା ପରେ ସେ ରୁମ୍ ନଖୋଲିବାରୁ। ହୋଟେଲରେ ସଫେଇ କର୍ମଚାରୀମାନେ ମାଲିକଙ୍କୁ କହିଥିଲେ। ଏହାପରେ ହୋଟେଲ ମାଲିକ ସ୍ଥାନୀୟ ପୁଲିସକୁ ଜଣାଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଛି ମୃତ ଦେହକୁ ଉଦ୍ଧାର କରିଥିଲା।ଯୁବକ ଜଣକ ବିଷ ପିଇ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦେହ କରୁଛି। ମୃତଦେହ କୁ ପୁଲିସ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ ପିଆରଏମ ହସ୍ପିଟାଲକୁ ପଠାଇ ମୃତ୍ୟୁର ପ୍ରକୃତ ରହସ୍ୟ ଜାଣିବା ପାଇଁ ପୁଲିସ ପକ୍ଷରୁ ତଦନ୍ତ ଜାରିରହିଛି।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ