Blank space
Blank space
Breaking News/ମୁଖ୍ୟ ଖବର:
ଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିର
Blank space

ମୟୁରଭଞ୍ଜରେ ମୁଣ୍ଡ ବିହୀନ ଛୁଆ..ଦେଖନ୍ତୁ ବିରଳ ଘଟଣା

0
Advertising:

ବାରିପଦା(ନିରପେକ୍ଷ ଖବର)ତା-୮/୧୨/୧୯: ବାଙ୍ଗିରିପୋଷି ବ୍ଲକର କୁସୁମବନ୍ଧ ଗ୍ରାମରେ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ଗାଈ ଏକା ଥରକେ ତିନୋଟି ଛୁଆ ଜନ୍ମ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ଗୋଟେ ମୁଣ୍ଡ ବିହୀନ ଛୁଆ ଜନ୍ମ ହୋଇଥିବା ଦେଖିବାକୁ ମିଳିଛି। ସବୁଠୁଁ ବଡ଼ ଆଶ୍ଚର୍ଯ୍ୟର କଥା ମୁଣ୍ଡ ବିହୀନ ଛୁଆଟି ଜୀବିତ ଅବସ୍ଥାରେ ଜନ୍ମ ହୋଇଛି। ଯାହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳର ଲୋକମାନେ ଭିଡ ଜମାଇ ଥିଲେ। ଛୁଆଟି ପ୍ରାୟ ଅଧ ଘଣ୍ଟାଏ ଜୀବିତ ରହିବା ପରେ ତାର ମୂର୍ତ୍ୟୁ ହୋଇଥିଲା। ସୂଚନା ମୁତାବକ ଆଜି ସକାଳେ ସାଲେଇ ଗିରିଙ୍କ ଗୁହାଳରେ ଗୋଟେ ଗାଈ ଏକା ଥରରେ 3 ଟା ମାଈ ବାଛୁରୀ ଜନ୍ମ କରିଥିଲା। ତିନୋଟି ଜୀବିତ ଛୁଆ ମଧ୍ୟରୁ ଗୋଟେ ଛୁଆ କାନ ଦୁଇଟା ମଝିରେ ମଥା ନ ଥିବା ଜଣାପଡିଥିଲା। ଗୋଟେ ଗାଈ ତିନୋଟି ଛୁଆ ଜନ୍ମ କରିବା ଆଶ୍ଚର୍ଯ୍ୟକର ହୋଇଥିବା ବେଳେ ପୁଣି ମୁଣ୍ଡ ବିହୀନ ଛୁଆ ଜନ୍ମ ହେବା ଏକ ବିରଳ ଘଟଣା ମୟୁରଭଞ୍ଜ ଜିଲ୍ଲାରେ ଦେଖିବାକୁ ମିଳିଛି।

Mo sapath

Leave A Reply

Your email address will not be published.