Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ମୟୁରଭଞ୍ଜରେ ମୁଣ୍ଡ ବିହୀନ ଛୁଆ..ଦେଖନ୍ତୁ ବିରଳ ଘଟଣା

0
Advertising:

ବାରିପଦା(ନିରପେକ୍ଷ ଖବର)ତା-୮/୧୨/୧୯: ବାଙ୍ଗିରିପୋଷି ବ୍ଲକର କୁସୁମବନ୍ଧ ଗ୍ରାମରେ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ଗାଈ ଏକା ଥରକେ ତିନୋଟି ଛୁଆ ଜନ୍ମ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ଗୋଟେ ମୁଣ୍ଡ ବିହୀନ ଛୁଆ ଜନ୍ମ ହୋଇଥିବା ଦେଖିବାକୁ ମିଳିଛି। ସବୁଠୁଁ ବଡ଼ ଆଶ୍ଚର୍ଯ୍ୟର କଥା ମୁଣ୍ଡ ବିହୀନ ଛୁଆଟି ଜୀବିତ ଅବସ୍ଥାରେ ଜନ୍ମ ହୋଇଛି। ଯାହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳର ଲୋକମାନେ ଭିଡ ଜମାଇ ଥିଲେ। ଛୁଆଟି ପ୍ରାୟ ଅଧ ଘଣ୍ଟାଏ ଜୀବିତ ରହିବା ପରେ ତାର ମୂର୍ତ୍ୟୁ ହୋଇଥିଲା। ସୂଚନା ମୁତାବକ ଆଜି ସକାଳେ ସାଲେଇ ଗିରିଙ୍କ ଗୁହାଳରେ ଗୋଟେ ଗାଈ ଏକା ଥରରେ 3 ଟା ମାଈ ବାଛୁରୀ ଜନ୍ମ କରିଥିଲା। ତିନୋଟି ଜୀବିତ ଛୁଆ ମଧ୍ୟରୁ ଗୋଟେ ଛୁଆ କାନ ଦୁଇଟା ମଝିରେ ମଥା ନ ଥିବା ଜଣାପଡିଥିଲା। ଗୋଟେ ଗାଈ ତିନୋଟି ଛୁଆ ଜନ୍ମ କରିବା ଆଶ୍ଚର୍ଯ୍ୟକର ହୋଇଥିବା ବେଳେ ପୁଣି ମୁଣ୍ଡ ବିହୀନ ଛୁଆ ଜନ୍ମ ହେବା ଏକ ବିରଳ ଘଟଣା ମୟୁରଭଞ୍ଜ ଜିଲ୍ଲାରେ ଦେଖିବାକୁ ମିଳିଛି।

Mo sapath

Leave A Reply

Your email address will not be published.