Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଶତକ ଛୁଇଁବାକୁ ଆଉ ଏକ ବାକି

0

ବାରିପଦା(ନିରପେକ୍ଷ ଖବର)ତା-୧୨/୦୬-ଜିଲ୍ଲାରେ ଧୀରେ ଧୀରେ କୋରୋନା ତାର କାୟା ବିସ୍ତାର କରିବାରେ ଲାଗିଛି।ଆକ୍ରାନ୍ତଙ୍କ ସଂଖ୍ୟା ଶତକ ଛୁଇଁବାକୁ ମାତ୍ର ଗୋଟିଏ ବାକି ରହିଛି। ଶୁକ୍ରବାର ପୁଣି ମୟୁରଭଞ୍ଜରେ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶୁଳିଆପଦା ବ୍ଲକର ଏହି ୭ ଜଣ କରୋନା ଆକ୍ରାନ୍ତଙ୍କ ଘର ହୋଇଥିବା ବେଳେ ସମସ୍ତେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡିଛି। ଏମାନଙ୍କର ସ୍ୱାବ ନମୁନା ପରୀକ୍ଷଣ ହେବପରେ କରୋନା ପଜିଟିଭ ଥିବା ଜଣାପଡିଥିଲା। ଚିନ୍ହଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଥିବା ବ୍ୟକ୍ତି ମାନଙ୍କୁ ଚିନ୍ହଟ ପ୍ରକ୍ରିୟା ଜାରି ରହିଛି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯କୁ ଛୁଇଛି। ସେଥିମଧ୍ୟରୁ ୭୯ଜଣ କରୋନା ଆକ୍ରାନ୍ତ ସକ୍ରିୟ ଥିବାବେଳେ ୨୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ ଲକ ଡାଉନର ପଞ୍ଚମ ପର୍ଯ୍ୟାୟରେ ମୟୁରଭଞ୍ଜରେ ଲଗାତାର ଭାବେ କରୋନା ପଜେଟିଭି ସଂଖ୍ୟା ବଢିବାରେ ଲାଗିଛି। ତଥାପି ଲୋକେ କରୋନା କଟକଣାକୁ ଫୁ କରି ଉଡାଇ ଦେଉଥିବା ଅଭଯୋଗ ହେଉଛି।

Mo sapath

Leave A Reply

Your email address will not be published.