Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ପାଟକୁରାରେ ପୁଲିସର ବର୍ବର କାଣ୍ଡ….

ସାମ୍ବାଦିକଙ୍କୁ ମାଡ ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲେ ମୟୁରଭଞ୍ଜ ସାମ୍ବାଦିକ...

0

ବାରିପଦା, ନିରପେକ୍ଷ ଖବର(୧୮/ଜୁଲାଇ/୨୦୧୯)-କେନ୍ଦ୍ରାପଡ଼ା ଜିଲ୍ଳାର ପାଟକୁରାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ପୁଲିସର ଦୁର୍ବ୍ୟବହାର ବିରୋଧରେ ମୟୁରଭଞ୍ଜର ସାମ୍ବାଦିକମାନେ ମିଳିତ ହୋଇ ଜିଲ୍ଲାପାଳଙ୍କ ଅଫିସ ସମ୍ବୁଖରେ ପ୍ରତିବାଦ ସଭା କରିଛନ୍ତି।ପାଟକୁରାରେ ପୁଲିସର ବର୍ବର କାଣ୍ଡରେ ସମ୍ପୃକ୍ତ ଥିବା ଏସପିଙ୍କ ବିରୁଦ୍ଧରେ ଦୃଢ କାଯ୍ୟାନୁଷ୍ଠାନ ଦାବିରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲେ ସାମ୍ବାଦିକ। ପାଟକୁରା ବିଧାନସଭା ନିର୍ବାଚନର ପ୍ରଚାର ଚାଲୁଥିବା ବେଳେ ଶାସକ ଦଳର ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ କେନ୍ଦ୍ରାପଡାର ଏସପି ମାଡ ମାରିବାକୁ ଉଦ୍ୟମ କରିଥିଲେ। ଯାହାକୁ ରାଜ୍ୟର ସମସ୍ତ ସାମ୍ବାଦିକ ବନ୍ଧୁ ନିନ୍ଦା କରିଛନ୍ତି। ଭାରତୀୟ ସମ୍ବିଧାନର ଚତୁର୍ଥସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମର କଣ୍ଠରୋଧ କରିବାକୁ କେନ୍ଦ୍ରାପଡା ପୁଲିସ ଉଦ୍ୟମ କରିଛି । ପୁଲିସର ଏଭଳି ବ୍ୟବହାରକୁ ବିରୋଧ କରି ରାଜ୍ୟର ବିଭିନ୍ନ ସ୍ଥାନରେ ସାମ୍ୱାଦିକମାନେ ମିଳିତ ହୋଇ ପ୍ରତିବାଦ କରୁଥିବା ବେଳେ ମୟୁରଭଞ୍ଜର ସାମ୍ବାଦିକମାନେ ମଧ୍ୟ ପ୍ରତିବାଦ କରିଛନ୍ତି।

Mo sapath

Leave A Reply

Your email address will not be published.