Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ ଜାରୀ, ମଙ୍ଗଳବାର ଦିନ ୨ଟାରୁ ବୁଧବାର ଦିନ ୨ଟା

0

ଭଦ୍ରକ, ନିରପେକ୍ଷ ଖବର:ତା୧୨/୫/ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ ଜାରୀ, ମଙ୍ଗଳବାର ଦିନ ୨ଟାରୁ ବୁଧବାର ଦିନ ୨ଟା ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା । ରେଳ ଷ୍ଟେସନର ୫୦୦ ମିଟର ପରିସରରେ କର୍ଫ୍ୟୁ ଲାଗୁ କରାଯାଇଛି । ଡଗରାସାହିରୁ ଗୁଣ୍ଠୁଣିଆ ବଜାର ଓ ରେଲୱେ ମାଲ ଗୋଦାମ, ତେଲଙ୍ଗାସାହି ଗଳି ଛକରୁ ଚରମ୍ପା କୈଳାସ ସିନେମାହଲ ସହ ଅନ୍ୟ କିଛି ଅଞ୍ଚଳ ପାଇଁ କର୍ଫ୍ୟୁ ର ନିଷ୍ପତି ନିଆଯାଇଛି । ପ୍ରବାସୀଙ୍କୁ ନେଇ ଭଦ୍ରକ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ଆନ୍ଧ୍ରପ୍ରଦେଶର ମଙ୍ଗଳଗିରିରୁ ଆସୁଛି । ଟ୍ରେନରେ ଥିବା ସମସ୍ତ ପ୍ରବାସୀ ଭଦ୍ରକ ଷ୍ଟେସନରେ ଓହ୍ଲାଇବାର ବ୍ୟବସ୍ଥା କରାଯାଇଛି । ସାମାଜିକ ଦୂରତ୍ବ ରକ୍ଷା ତଥା ଶ୍ରମିକମାନଙ୍କୁ ସୁବିଧାରେ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଷ୍ଟେସନ ପରିସରରେ ସମସ୍ତ ବ୍ୟବସ୍ଥାର ତଦାରଖ କରିଛନ୍ତି ବରିଷ୍ଠ ଅଧିକାରୀ । ଷ୍ଟେସନରେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ ନିଜ ନିଜ ଜିଲ୍ଲାକୁ ବସରେ ପଠା ଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତେ ବ୍ୟବସ୍ଥା କରାଯାଇଛି।

Mo sapath

Leave A Reply

Your email address will not be published.