Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ନିଆଳିରେ ୨ୟ ସପ୍ତାହ ସଟଡାଉନ ସଫଳ…

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୬ ରାଜେଶ କୁମାର ଲେଙ୍କା(ନିଆଳି): କରୋନା ପାଇଁ ସରକାର ଜୁନ ମାସର ଶେଷ ପର୍ଯ୍ୟନ୍ତ ଶନିବାର ଓ ରବିବାର ୨ଦିନ ସଟଡାଉନ ଘୋଷଣା କରିଛନ୍ତି |ଏହି କ୍ରମରେ ସଟଡାଉନ ନିଆଳି ଅଂଚଳରେ ସମ୍ପୂର୍ଣ ସଫଳ ହୋଇଛି |ଦେଶରେ ମହାମାରୀ କରୋନା ମାଡି ଚାଲୁଥିବା ବେଳେ ରାଜ୍ୟରେ ଲକ ଡାଉନ ଜାରି ରହିଛି | ଗତ ସପ୍ତାହରେ ଓଡ଼ିଶାରେ ୧୧ଟି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁ ଥିବାରୁ ଏହି ୧୧ଟି ଜିଲ୍ଲାରେ ଶନିବାର ଓ ରବିବାର ୪୮ ଘଣ୍ଟିଆ ସଟଡାଉନ ଜାରି ରହିଛି |କଟକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଥିବା ବେଳେ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ସଟଡାଉନ ପାଳନକୁ କଡାକଡି କରିବାକୁ ନିର୍ଦେଶ ଦେଇଛନ୍ତି |ଏହି ଅନୁସାରେ ନିଆଳି ବ୍ଲକ ପ୍ରଶାସନ ପକ୍ଷରୁ ୨ୟ ସପ୍ତାହ ସଟଡାଉନ ନିୟମକୁ କଡାକଡି କରାଯାଇଥିବା ଜଣା ପଡିଛି |ନିଆଳି ତହସିଲଦାର ବିଦ୍ୟାଧର ପତି ନିଆଳି ବଜାର ଓ ନିଆଳି ର ଆଖପାଖ ସମସ୍ତ ଅଂଚଳକୁ ଯାଇ ସଟଡାଉନ ସ୍ଥିତି ପରିଦର୍ଶନ କରିଥିଲେ |ନିଆଳି ଥାନା ଅଧିକାରୀ ବିଜୟ କୁମାର ମଲ୍ଲିକ ଙ୍କ ତତ୍ୱାବଧାନରେ ଥାନାର ଏସଆଇ ବନବିହାରୀ ପ୍ରଧାନ,କରମ ଲାକ୍ରା,ସୁମନ୍ତ ସେଠି,ଛବି ସେଠି ଙ୍କୁ ନେଇ ପିସିଆରରେ ନିଆଳି ଅଂଚଳର ଗ୍ରାମ ପଂଚାୟତ ,ବଜାର ଘାଟରେ ଘନ ଘନ ପେଟ୍ରୋଲିଙ୍ଗ କରି ସଟାଡାଉନ ନିୟମକୁ କଡାକଡି କରାଯାଇଥିଲା |ସଟଡାଉନ ରେ ନିଆଳି ଥାନା ଅଂଚଳରେ କେବଳ ଔଷଧ ଦୋକାନ,ପେଟ୍ରୋଲ ପମ୍ପ ଖୋଲା ଥିବା ବେଳେ ନିଆଳି ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା |

Mo sapath

Leave A Reply

Your email address will not be published.