ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧୀମୂର୍ତି ନିକଟରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଅମର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ଘଂଟା ବସି ରହି ନୀରବ ସମ୍ମାନ ପ୍ରଦର୍ଶନ କରିଥିଲେ ।
ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପ୍ରଦୀପ ମାଝୀ, ଜୟଦେବ ଜେନା, ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଶରତ ରାଉତ, ପଂଚାନନ କାନୁନ୍ଗୋ, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ସପ୍ତଗିରି ଉଲାକା, ବିପିନ୍ ଦାସ, ଜାନକୀ ବଲ୍ଲଭ ପଟ୍ଟନାୟକ, ଅମୀୟ କୁମାର ପଟ୍ଟନାୟକ, ବିଷ୍ଣୁ ଚରଣ ବାରିକ, ଜ୍ୟୋତିଷ ସାହୁ, ପଦ୍ମାକର ଗୁରୁ, ଲିଙ୍ଗରାଜ ସାହୁ, ମୋହନ ଜେନା, ଦୀପକ ମହାପାତ୍ର, ସତ୍ୟବ୍ରତ ନାୟକ, ଅଜିତ୍ ମଙ୍ଗରାଜ, ବେଣୁଧର ଭୋଇ, ସୁଶାନ୍ତ ତ୍ରିପାଠୀ, ସ୍ୱାଧିନବାଳା ଦାସ, ଶ୍ରିୟାସ୍ମିତା ପଣ୍ଡା, କଳ୍ପନା ପଣ୍ଡା, ବିସ୍ମୟ ମହାପାତ୍ର, ସଂକୁନା କହଁର, ପ୍ରଶାନ୍ତ ଶତପଥି, ଦେଓ ପ୍ରସାଦ, ନରେଶ ମହାନ୍ତି, ଦେବୀ ପ୍ରସାଦ ବାହାଲିଆ, ଜୟକୃଷ୍ଣ ମଲିଆ, ନିରୁପମା ପାତ୍ର, ବାଙ୍କନିଧି ବେହେରା, ରସିକ ପଟ୍ଟନାୟକ, ଦୀପକ ସାହୁ, ପ୍ରକାଶ ମିଶ୍ର, ବିଶ୍ୱଜିତ୍ ଦାସ, କହ୍ନେଇ ଚରଣ ସେଠୀ, ସତ୍ୟସ୍ମିତ ମହାନ୍ତି, ଯୋଗୀନାଥ ବାହୁବଳେନ୍ଦ୍ର, ନାରାୟଣ ଜେନା, ମାନସ ଆଚାର୍ଯ୍ୟ, ସରୋଜ ପରିଡା, ଶୈଳେନ୍ଦୁ ମଜୁମଦାର, ବିଜୟ ପ୍ରଧାନ, ବୁନା ମହାନ୍ତି, ଶାହାଦୁଲ୍ଲା, କୁଳମଣି ସାହୁ, ମନୋଜ ସାହୁ, ଦେବେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ