Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

କୋଭିଡ଼୍ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଓ ପ୍ରଭୁ ଶ୍ରୀରାମ୍ରଙ୍କ ପାଇଁ ଦୀପ ପ୍ରଜ୍ୱଳନ କଲେ ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବଣିକ ସଂଘ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା-୦୫.୦୮.୨୦୨୦ କରୋନା ମହାମାରୀ ଯେତେବେଳେ ସମଗ୍ର ପୃଥିବୀକୁ ଗ୍ରାସ କରିଛି କରୋନା ରାକ୍ଷସର ଅନଳ ଗର୍ଭଭିତରେ ଶହଶହ ନିରୀହ ମଣିଷ ଲୀନ ହୋଇଯାଉଛନ୍ତି ସେଥିରୁ ଆମ ରାଜ୍ୟ ଓଡ଼ିଶା ବାଦ୍ ଯାଇନି ଚାରି ଆଡ଼େ ହାଃ ହାଃ କାର, ଧନ, ଜୀବନ, ଜୀବିକା ଅର୍ଥନୀତି ବିପର୍ଯ୍ୟସ୍ତ ସବୁ ଠପ୍ ହୋଇଯାଇଛି । ଲୋକେ ତ୍ରାହି ତ୍ରାହି ଡ଼ାକୁଛନ୍ତି ପ୍ରତ୍ୟେକ ଦିନ କରୋନା ନିରିହ ମଣିଷମାନଙ୍କୁ ଗ୍ରାସ କରୁଛି । ଆସ୍ୱସ୍ତିର ବିଷୟ ସମଗ୍ର ବିଶ୍ୱ ତୁଳନାରେ ଓଡ଼ିଶାରେ ମୃତ୍ୟୁହାର ଖୁବ୍ କମ୍ ଏହା କେବଳ ସମ୍ଭବ କରୋନା ସହିତ ଲଢେଇ କରୁଥିବା ଆମ କରୋନା ଯୋଦ୍ଧାଙ୍କ ପାଇଁ ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ କରୋନା ଯୋଦ୍ଧାଙ୍କ ବଳିଦାନ ପାଇଁ ଆଜି ବୀରସୁରେନ୍ଦ୍ର ସାଏ ନଗର ଠାରେ ନିଖିଳ ଓଡ଼ିଶା ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ଏକ ମିନିଟ୍‍ଣ୍ଟନୀରବ ପ୍ରାର୍ଥନା ସଭା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଦୀର୍ଘ ଦିନର ପ୍ରତୀକ୍ଷା ପରେ ମର୍ଯ୍ୟଦା ପୁରୁାଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ମନ୍ଦିରର ଶିଳାନ୍ୟାସ ଉତ୍ସବ ଅଯୋଧ୍ୟାଠାରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଜି ଭିଏସ୍‍ଏସ୍‍ ନଗର ଠାରେ ନିଖିଳ ଓଡ଼ିଶା ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ସୁଚାର ରୂପେ ସମ୍ପାଦିତ ହେବାପାଇଁ ୧୦୮ ଦ୍ୱୀପ ପ୍ରଜ୍ୱଳନ କରି ଭକ୍ତିପୂତ ଅର୍ଘ୍ୟ ଅର୍ପଣ କରାଯାଇଥିଲା ।
ନିଖିôଳ ଓଡ଼ିଶା ପାଇକ ମହାସଂଘ ରାଜ୍ୟ ସଭାପତି ଅଶୋକ ପାଲଟାସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ମିଳିତ ଉତ୍ସବରେ ପାଇକ ମହାସଂଘ ଉପଦେଷ୍ଟା ବିଭୂତି ଭୂଷଣ ସ୍ୱାଇଁ, ଗଡେଶ୍ୱର ହାଟ ବ୍ୟବସାୟୀ ସଂଘ ସଭାପତି ମନୋରଞ୍ଜନ ସାହୁ ଓ ସମ୍ପାଦକ ଲକ୍ଷ୍ମଣ ସାହୁ, ଜାଗୃତି ବିଏମ୍‌ସି ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ଡ଼ଃ ରମାକାନ୍ତ ମହାନନ୍ଦ, ଯୁବସାମ୍ବାଦିକ ରାଜୀବ ନୟନ ରଥ, ସମରଞ୍ଜନ ମହାନ୍ତି, ଦୀପକ କୁମାର ବାରିକ୍‌, ଉତ୍ତମ କୁମାର ମହାନ୍ତି, ଶାରଦା ପ୍ରସାଦ ଦାସ ଓ ଅନୁଷ୍ଠାନର ଅନ୍ୟାନ୍ୟ ସଭ୍ୟମାନେ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.