ଭୂବନେଶ୍ବର,ନିରପେକ୍ଷ ଖବର: ତା ୦୮/୦୮:ଲକ୍ଡାଉନ ହଉକି ସଟଡାଉନ୍ ସଦାସର୍ବଦା ଜନ ସାଧାରଣଙ୍କ ପାଖରେ ପହଞ୍ଚି ସାହାଯ୍ୟର ହାତ ବଢାଇଛନ୍ତି ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦର କର୍ମକର୍ତା।ବର୍ତମାନ ପରିସ୍ଥିତିରେ ସ୍ଥାନୀୟ ସଂକ୍ରମଣ ମୁଣ୍ଡବିନ୍ଧାର କାରଣ ହୋଇଥିବାବେଳେ ବୀର ସୁରେନ୍ଦ୍ରସାଏ ନଗର ମଧ୍ୟ ଏହିଠାରୁ ବାଦ୍ ପଡିନି।ଦିନକୁ ଦିନ ବଢୁଛି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା।ଏହାକୁ ଦୃଷ୍ଟିରେ ରଖି ଯୁବ ପରିଷଦ ପକ୍ଷରୁ ନିଜସ୍ବ ପ୍ରାୟାସରେ ସ୍ଥାନୀୟ ଅଞ୍ଚଳ ସଂପାଦକ ଶ୍ରୀ ଦୀପକ ବାରିକଙ୍କ ନେତୃତ୍ବରେ ସାନିଟାଇଜ୍ କରାଯାଉଛି।ଆଗାମୀ ଦିନରେ ପରିଷଦ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରାଯିବା ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ମାନ ହାତକୁ ନିଆଯିବ ବୋଲି ଶ୍ରୀ ଦୀପକ ମତପ୍ରକାଶ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ପରିଷଦର ଅନ୍ୟାନ୍ୟ ସଦସ୍ୟ ମାନେ ସହଯୋଗ କରୁଛନ୍ତି।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ