ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୬/୦୮ ଓଡ଼ିଶା ମୋ ପରିବାର – ଜୀବନ ବିନ୍ଦୁ ତରଫରୁ ଅଗଷ୍ଟ ୯, କ୍ରାନ୍ତି ଦିବସରୁ ଆରମ୍ଭ ହୋଇଥିବା ଜୀବନବିନ୍ଦୁ ରକ୍ତ ଦାନ ଶିବିରର ଆଜି ଉଦଯାପନୀ ଦିବସରେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନମ୍ୱର-୧୨ , ରେଲୱେ ସ୍କୁଲ ପରିସରରେ ଆୟୋଜନ ହୋଇଯାଇଛି।ଏହି କାର୍ଯ୍ୟକ୍ରମକୁ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଉଦଘାଟନ କରିଥିବାବେଳେ ମଧ୍ୟ ଭୁବନେଶ୍ବର ବିଧାୟକ ଅନନ୍ତ ନାରାୟଣ ଜେନା, ମାନ୍ୟବର ସାଂସଦ ସୁଜିତ୍ କୁମାର, ଓ ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ,ଉତ୍ତର ନିର୍ବାଚନ ମଣ୍ଡଳୀ ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ, ଏକାମ୍ର ସଂଯୋଜକ ଅଶ୍ଵିନୀ ସୁନ୍ଦରାୟ ଓ ଜୀବନ ବିନ୍ଦୁ ମଧ୍ୟ ସଂଯୋଜକ ନବ କିଶୋର ବେହେରା,ଭୁବନେଶ୍ୱର ବିଜେଡି ମହିଳା ସଭାପତି ନେତ୍ରୀ ଭାରତୀ ସିଂ, ଭୁବନେଶ୍ବର ଉତ୍ତର ବିଜେଡି ସଭାପତି ସୂର୍ଯ୍ୟ କାନ୍ତି ଜେନା, ବିଜେଡି ନେତା ଅମରେଶ ଜେନା, ସମୀର ପ୍ରଧାନ,ସ୍ଥାନୀୟ କର୍ପୋରେଟର ସଞ୍ଜୟ ସେଠୀ ଅତିଥି ଭାବରେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ଵର ଉତ୍ତରର ସମସ୍ତ କର୍ପୋରେଟର, ଯୁବବିଜେଡି ନେତା ରାଜ କମାଲ ଜେନା, କିଶୋର ନାୟକ, ଲୋକେଶ କୁମାର, ବାଣୀ କଲ୍ୟାଣ ମହାନ୍ତି, ସୌମ୍ୟ ରଂଜନ ପ୍ରଧାନ, ଅକ୍ଷୟ ସ୍ବାଇଁ, ସମାଜସେବୀ ବଦ୍ରୀ ନାରାୟଣ ମିଶ୍ର, ସ୍ଥାନୀୟ ବିଜୁ ଯୁବବାହିନୀ ସଦସ୍ୟ, ସ୍କୁଲର ଶିକ୍ଷକ ଓ ବୁଦ୍ଧିଜିବୀ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଏହି ରକ୍ତ ଦାନ ଶିବିରରେ ୬୦ ୟୁନିଟ୍ ରକ୍ତ ସଂଗ୍ରହ କରାଗଲା ବୋଲି ଓଡ଼ିଶା ମୋ ପରିବାର -ଜୀବନ ବିନ୍ଦୁ ଉତ୍ତର ନିର୍ବାଚନ ମଣ୍ଡଳୀ ସଂଯୋଜକ ଡଃ ତ୍ରିପାଠୀ ଜଣାଇଛନ୍ତି।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ