Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ପରିଚୟ ଫାଉଣ୍ଡେସନ୍‌

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୦/୦୮:କରୋନା ସମୟରେ ଯୋଦ୍ଧା ସାଜି ନିଜ କର୍ତ୍ତବ୍ୟ ପରାୟଣତାର ପରିଚୟ ଦେଇଥିବା ଓ ସମାଜ ପାଇଁ ସେବା କରିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କରିଛି ପରିଚୟ ଫାଉଣ୍ଡେସନ୍ ।ଭର୍ଚୁଅ।ଲ୍ ମାଧ୍ୟମରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ଏହି ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । କରୋନା ସମୟରେ ପ୍ରବାସୀ ଶ୍ରମିକଙ୍କୁ ଶୁଖିଲା ଖାଦ୍ୟ ସହ ରାସନ ବାଣ୍ଟିବା ଅଭିଯାନ ଚଲାଇଥିବା ସିଏମ୍‌ସିର ପ୍ରାକ୍ତନ ଉପାଧ୍ୟକ୍ଷ ପୁଷ୍ପା ସାମଲ, ବସ୍ତିବାସିନ୍ଦାଙ୍କ ପାଇଁ କାମ କରିଥିବା ଇ କାମେଶ୍ୱର ପାତ୍ର, ଦିବ୍ୟାଙ୍ଗ କ୍ରିକେଟ ସଂଘର ଉପସଭାପତି ବେଲା ଜୟସ୍ୱାଲ, ଲକଡାଉନ୍ ସମୟରେ ବୁଲା ପଶୁପକ୍ଷୀଙ୍କୁ ଖାଦ୍ୟ ଯୋଗାଇଥିବା ବାସନ୍ତୀ ସିଂ, ଆମ୍ବିକି ପଞ୍ଚାୟତରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଦାୟିତ୍ୱରେ ଥିବା କୈଳାସ ପରିଡା, ଫଟୋ ସାମ୍ବାଦିକ ସମିମ୍‌ କ୍ୟୁରେସୀ ଓ ମୃତକଙ୍କ ଶରୀରର ଶବଦାହ ପାଇଁ ମଶାଣିକୁ ଆଣିବାରେ ସହାୟତା କରୁଥିବା ରେଶ୍‌ମା ସିଂଙ୍କୁ କୋଭିଡ୍‌ ଯୋଦ୍ଧା ଭାବେ ସମ୍ମାନିତ କରାଯାଇଛି । କରୋନା ଭଳି ବିପତ୍ତି ସମୟରେ ସମାଜରେ ସେବା ଭାବର ନିଦର୍ଶନ ଦେଖାଇ ଯୋଦ୍ଧା ପାଲଟିଥିବା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରି ଅନ୍ୟମାନଙ୍କୁ ଏଥିପାଇଁ ପ୍ରେରଣା ଦେବା ଆମର ଉଦ୍ଦେଶ୍ୟ ବୋଲି ପରିଚୟ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ରୋଜାଲିନ ପାଟ୍ଟଶାଣୀ କହିଛନ୍ତି । ଦୀକ୍ଷା ତିୱାରୀ ଓ ମିନର୍ଭା ପ୍ରିୟଦର୍ଶିନୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Mo sapath

Leave A Reply

Your email address will not be published.