Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ପରିଚୟ ଫାଉଣ୍ଡେସନ୍‌

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୦/୦୮:କରୋନା ସମୟରେ ଯୋଦ୍ଧା ସାଜି ନିଜ କର୍ତ୍ତବ୍ୟ ପରାୟଣତାର ପରିଚୟ ଦେଇଥିବା ଓ ସମାଜ ପାଇଁ ସେବା କରିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କରିଛି ପରିଚୟ ଫାଉଣ୍ଡେସନ୍ ।ଭର୍ଚୁଅ।ଲ୍ ମାଧ୍ୟମରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ଏହି ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । କରୋନା ସମୟରେ ପ୍ରବାସୀ ଶ୍ରମିକଙ୍କୁ ଶୁଖିଲା ଖାଦ୍ୟ ସହ ରାସନ ବାଣ୍ଟିବା ଅଭିଯାନ ଚଲାଇଥିବା ସିଏମ୍‌ସିର ପ୍ରାକ୍ତନ ଉପାଧ୍ୟକ୍ଷ ପୁଷ୍ପା ସାମଲ, ବସ୍ତିବାସିନ୍ଦାଙ୍କ ପାଇଁ କାମ କରିଥିବା ଇ କାମେଶ୍ୱର ପାତ୍ର, ଦିବ୍ୟାଙ୍ଗ କ୍ରିକେଟ ସଂଘର ଉପସଭାପତି ବେଲା ଜୟସ୍ୱାଲ, ଲକଡାଉନ୍ ସମୟରେ ବୁଲା ପଶୁପକ୍ଷୀଙ୍କୁ ଖାଦ୍ୟ ଯୋଗାଇଥିବା ବାସନ୍ତୀ ସିଂ, ଆମ୍ବିକି ପଞ୍ଚାୟତରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଦାୟିତ୍ୱରେ ଥିବା କୈଳାସ ପରିଡା, ଫଟୋ ସାମ୍ବାଦିକ ସମିମ୍‌ କ୍ୟୁରେସୀ ଓ ମୃତକଙ୍କ ଶରୀରର ଶବଦାହ ପାଇଁ ମଶାଣିକୁ ଆଣିବାରେ ସହାୟତା କରୁଥିବା ରେଶ୍‌ମା ସିଂଙ୍କୁ କୋଭିଡ୍‌ ଯୋଦ୍ଧା ଭାବେ ସମ୍ମାନିତ କରାଯାଇଛି । କରୋନା ଭଳି ବିପତ୍ତି ସମୟରେ ସମାଜରେ ସେବା ଭାବର ନିଦର୍ଶନ ଦେଖାଇ ଯୋଦ୍ଧା ପାଲଟିଥିବା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରି ଅନ୍ୟମାନଙ୍କୁ ଏଥିପାଇଁ ପ୍ରେରଣା ଦେବା ଆମର ଉଦ୍ଦେଶ୍ୟ ବୋଲି ପରିଚୟ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ରୋଜାଲିନ ପାଟ୍ଟଶାଣୀ କହିଛନ୍ତି । ଦୀକ୍ଷା ତିୱାରୀ ଓ ମିନର୍ଭା ପ୍ରିୟଦର୍ଶିନୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Mo sapath

Leave A Reply

Your email address will not be published.