Blank space
Blank space
Breaking News/ମୁଖ୍ୟ ଖବର:
ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
Blank space

ଭର୍ଚୁଆଲ୍ ମିଟିଂ ମାଧ୍ୟମରେ ଏ.ଓ.ଟି.ଏସ୍.ଓ ଛାତ୍ର ସଂଘ ର ସାଙ୍ଗଠନିକ ସମୀକ୍ଷା ବୈଠକ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୭/୦୯/୨୦୨୦  ଅଲ୍ ଓଡିଶା ଟେକ୍ନିକାଲ ଷ୍ଟୁଡେଣ୍ଟସ ଅର୍ଗାନାଇଜେସନ୍ ଛାତ୍ର ସଂଘ ପକ୍ଷରୁ ରବିବାର ଭର୍ଚୁଆଲ୍ ମାଧ୍ୟମରେ  ସମୀକ୍ଷା ବୈଠକ କରାଯାଇଥିଲା । ଏହି ଭର୍ଚୁଆଲ୍ ବୈଠକରେ ରାଜ୍ୟର ବିଭିନ୍ନ ବୈଷୟିକ ଶିକ୍ଷାଅନୁଷ୍ଠାନର ଛାତ୍ର ଛାତ୍ରୀ ଉପସ୍ଥିତ ରହି ଛାତ୍ରସଂଘଠନ କୁ କିପରି ସୁଦୃଢ଼ କରାଯାଇପାରିବ ସେ ସମ୍ପର୍କରେ ଆଲୋଚନା କରିବା ସହିତ ମତାମତ ଉପସ୍ଥାପନା କରିଥିଲେ।ଭର୍ଚୁଆଲ୍ ବୈଠକରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଏ.ଓ.ଟି.ଏସ.ଓ ର ଆବାହକ *ଇଂ. ରଶ୍ମୀ ରଞ୍ଜନ ଦାସ*  ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରେରଣାତ୍ମକ ମନ୍ତ୍ର ପ୍ରଦାନ କରିଥିଲେ ।

Mo sapath

Leave A Reply

Your email address will not be published.