Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨.୧୦ – ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଜାତିରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ଚନ୍ଦ୍ରଶେଖରପୁର ନାଲ୍‌କୋ ଛକସ୍ଥିତ ଗାନ୍ଧୀ ପାର୍କଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ପିସିସି କାର୍ଯ୍ୟାଳୟ ଠାରେ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଜଗନ୍ନାଥ ପଟ୍ଟନାୟକ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ଅମୀୟ ପାଣ୍ଡବ, ଚିନ୍ମୟ ସୁନ୍ଦର ଦାସ, ସୁଦର୍ଶନ ଦାସ, ରଜନୀ ମହାନ୍ତି, ରସିକଚାନ୍ଦ ପଟ୍ଟନାୟକ, ବିଶ୍ୱଜିତ ଦାସ, ପ୍ରକାଶ ମିଶ୍ର, ସୁଶାନ୍ତ ତ୍ରିପାଠୀ, ଜ୍ୟୋତିଷ ସାହୁ, କନକଲତା ମଲ୍ଲିକ, ଲିଙ୍ଗରାଜ ସାହୁ, ଦୀପକ ମହାପାତ୍ର, କୈଳାସ ସାହୁ, ଆଲୋକ ମହାନ୍ତି, ମନୋରଞ୍ଜନ ରାଉତରାୟ, ସଂଜୟ ମିଶ୍ର, ସଂକୁନା କହଁର, ମହମ୍ମଦ ଶାହାଦୁଲ୍ଲା, ରାଜକିଶୋର ବାରିକ, ଦେବେନ୍ଦ୍ର ପ୍ରସାଦ ଦାସ, ପ୍ରଦୀପ ସ୍ୱାଇଁ, ବୁନା ମହାନ୍ତି, ଚିଂଟୁ ଦାସ, ତାପସ ସେଠୀ, ମନୋରଞ୍ଜନ କୁଣ୍ଡୁ, ଅଜୟ ମହାନ୍ତି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

 

Mo sapath

Leave A Reply

Your email address will not be published.