Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ମହାତ୍ମାଗାନ୍ଧୀଙ୍କ‌ ଜନ୍ମ ଜୟନ୍ତୀ ଉପଲକ୍ଷେ ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୦ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନମ୍ବର -୧୬ ଲକ୍ଷ୍ମୀପୁର ପ୍ରାଥମିକ ବିଦ୍ୟାଳୟ , ମୈତ୍ରୀବିହାର ପରିସରରେ ସ୍ଥାନୀୟ ପୂର୍ଵତନ କର୍ପୋରେଟର ତଥା ବିଜେଡି ନେତ୍ରୀ ଭାରତୀ ସିଂଙ୍କ ତତ୍ତ୍ଵାବଧନରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଉତ୍ତର ଶ୍ରୀ ସୁଶାନ୍ତ କୁମାର ରାଉତ, ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ , ଅଶ୍ଵିନୀ ସୁନ୍ଦରାୟ, ଓଡ଼ିଶା ମୋ ପରିବାର ଦାୟିତ୍ୱରେ ଥିବା ବିଜେଡ଼ି ସମ୍ପାଦକ ଶ୍ରୀ ଦୁର୍ଗା ସାମନ୍ତରାୟ, ମୀରା ପରିଡ଼ା, ରୁଦ୍ର ସାମନ୍ତରାୟ, ସମୀର କୁମାର ପ୍ରଧାନ, ବିଜେଡ଼ି ସମ୍ପାଦକ ରଞ୍ଜିତ ମହାପାତ୍ର, ଅମରଜିତ୍ ସେନାପତି, ଭୁବନେଶ୍ୱର ଜିଲ୍ଲା କାର୍ଯ୍ୟକାରୀ ସଭପତି ଲିଟୁ ମହାସୁପକାର , ଉତ୍ତର ବିଜେଡ଼ି ସଭାପତି ସୂର୍ଯ୍ୟକାନ୍ତି ଜେନା, ମଧ୍ୟ ବିଜେଡ଼ି ସଭାପତି ରବୀନ୍ଦ୍ର ନାଥ ଛୋଟରାୟ , ଯୁବବିଜେଡ଼ି ଭୁବନେଶ୍ୱର ସଭାପତି ସମରେଶ ବେଉରା, ଜିଲ୍ଲା ଛାତ୍ର ସଭାପତି ସୁବାସ ସାହୁ, ଯୁବ ବିଜେଡ଼ି ସାଧାରଣ ସମ୍ପାଦକ ବାଣୀ କଲ୍ୟାଣ, ଯୁବ ବିଜେଡ଼ି ନେତା ଲୋକେଶ କୁମାର, ସୂର୍ଯ୍ୟ ନାରାୟଣ ମହାନ୍ତି, ସୌମ୍ୟ ରଞ୍ଜନ ପ୍ରଧାନ, ରୁଦ୍ରଦେବ ମଲ୍ଲିକ, ଅଶୋକ କୁମାର ନାୟକ, ସୁଧାକର ମଝି, କାଳନ୍ଦୀ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ଓ ୫୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା ବୋଲି ଉତ୍ତର ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି। ଏହାସହ ଆଗାମୀ ଦିନରେ ଏହିପରି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଡ଼ଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି।

Mo sapath

Leave A Reply

Your email address will not be published.