ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୮/୧୧ କୋଭିଡ଼ ସମୟରେ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ଚିକିତ୍ସା କଲୁ। ଘରଦ୍ୱାର ପରିବାର ଲୋକଙ୍କୁ ଛାଡି ଦିନ ରାତି ନିଷ୍ଠାର ସହ କାମ କରିଛୁ। ହେଲେ ଏବେ ସରକାର ଆମକୁ ଛଟେଇ କରୁଛନ୍ତି। ଏବେ ଚାକିରୀ ହରାଇ କଣ କରିବୁ। ପରିବାର ପ୍ରତିପୋଷଣ କେମିତି ହେବ। ଶତାଧିକ ମହିଳା ସ୍ୱାସ୍ଥ୍ୟକର୍ମୀ ଶନିବାର ବିଧାନସଭା ଆଗରେ ଧାରଣା ଦେଇ ଏମିତି କହିଛନ୍ତି। ସ୍ୱାସ୍ଥ୍ୟକର୍ମୀ ସଂଘ ଡ଼ାକରାରେ ୨୦ଟି ଜିଲ୍ଲାର ସହ ସହ ସ୍ୱାସ୍ଥକର୍ମୀ ଏଥିରେ ସାମିଲ ହୋଇଛନ୍ତି।
ସୂଚନାଯୋଗ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋଭିଡ ସମୟରେ ସ୍ୱାସ୍ଥ୍ୟକର୍ମୀ ପଦବୀରେ ୯୦ ଦିନ ପାଇଁ ନିଯୁକ୍ତି ଦିଆଯାଇଥିଲା । ହେଲେ ଏଯାଏ ସେମାନଙ୍କୁ ଦରମା ମିଳିନାହିଁ । ଏହା ସହ ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ କମି ନଥିବା ବେଳେ ସରକାର ଏମାନଙ୍କୁ ଛଟେଇ କରିଛନ୍ତି । ବିଭିନ୍ନ ଦାବି ନେଇ ଆଜି ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କରୋନା ସଂକ୍ରମଣ ପରେ ରାଜ୍ୟର ବିଭିନ୍ନ ଜିଲ୍ଳାରେ କୋଭିଡ କେୟାର ସେଂଟର ଖୋଲାଯାଇଥିଲା । ଏଥିରେ ବିଭିନ୍ନ ସ୍ୱାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦିଆଯାଇଥିଲା । ହେଲେ ଏଯାଏ ଏମାନଙ୍କୁ ଦରମା ମିଳିନଥିବା ବେଳେ ଛଟେଇ କରାଯାଇଛି । ଯାହାକୁ ନେଇ କରୋନା ସମୟରେ ନିଯୁକ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ