Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବି.ଜେ.ଡି ରୁ ବିଦା ହେଲେ ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୧୧ ସରକାରୀ ଚାକିରୀରୁ ଟଙ୍କାର ପାହାଡ଼ ସୃଷ୍ଟି କରିଥିବା ଅଭୟ ପାଠକଙ୍କ ଭାବି ସମୁଦି ହେବାକୁ ସଜବାଜ ହେଉଥିବା ବିଜେଡିର ବରିଷ୍ଠ ନେତା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ଆଜି ଦଳରୁ ବିଦା କରିଛି । ଶ୍ରୀ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁର ବିଧାୟକ। ଆଇଏଫଏସ୍ ଅଫସିର ଅଭୟ ପାଠକଙ୍କ ଅମାପ ସଂପତ୍ତିର ଗୁମର ଖୋଳୁ ଖୋଳୁ ଅଭୟ ପାଠକଙ୍କ ପୁଅ ଆକାଶ ପାଠକଙ୍କ ସହ ଶ୍ରୀ ପାଣିଗ୍ରାହୀଙ୍କ ସଂପର୍କ ଥିବା ଖବର ପଦାକୁ ଆସିଥିଲା। ଏହାକୁ ନେଇ ବିଧାନସଭା ଚାଲିଥିବା ବେଳେ ବିରୋଧୀ ଦଳର ବିଧାୟକ ମାନେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ । ଅଭିଯୋଗ ଆଧାରରେ ତାଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଛନ୍ତି। ସେପଟେ ଆକାଶ ଗୋପାଳପୁର ଠାରେ ଟାଟା କମ୍ପାନୀ ନାମରେ ଏକ ଫ୍ୟାକ୍ କାର୍ଯ୍ୟାଳୟ ଖୋଲି କିଛି ଯୁବକଙ୍କୁ ସେଠାରେ ନିଯୁକ୍ତି ଦେବାକୁ କହି ସେମାନଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଚଳୁ କରିଥିବା ଅଭିଯୋଗ ହୋଇଥିଲା । ଟଙ୍କା ଦେଇଥିବା ଲୋକମାନଙ୍କୁ ଜାଲ ନିଯୁକ୍ତିପତ୍ର ଦିଆଯାଇଥିବା ନେଇ ବି ଅଭିଯୋଗ ହୋଇଥିଲା । ଏହି କଳାକାରନାମାରେ ପ୍ରଦୀପଙ୍କ ସଂପୃକ୍ତି ଥିବା ବିରୋଧୀ ଦଳ ଅଭିଯୋଗ କରିଥିଲେ । ନିଲମ୍ବନ ହେବାପରେ ବିଜେଡି ବିଧାୟକ ଡ. ପ୍ରଦୀପ କିଛି ପ୍ରତିକ୍ରିୟା ଦେଇ ନାହାନ୍ତି।

Mo sapath

Leave A Reply

Your email address will not be published.