Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ବି.ଜେ.ଡି ରୁ ବିଦା ହେଲେ ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୧୧ ସରକାରୀ ଚାକିରୀରୁ ଟଙ୍କାର ପାହାଡ଼ ସୃଷ୍ଟି କରିଥିବା ଅଭୟ ପାଠକଙ୍କ ଭାବି ସମୁଦି ହେବାକୁ ସଜବାଜ ହେଉଥିବା ବିଜେଡିର ବରିଷ୍ଠ ନେତା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ଆଜି ଦଳରୁ ବିଦା କରିଛି । ଶ୍ରୀ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁର ବିଧାୟକ। ଆଇଏଫଏସ୍ ଅଫସିର ଅଭୟ ପାଠକଙ୍କ ଅମାପ ସଂପତ୍ତିର ଗୁମର ଖୋଳୁ ଖୋଳୁ ଅଭୟ ପାଠକଙ୍କ ପୁଅ ଆକାଶ ପାଠକଙ୍କ ସହ ଶ୍ରୀ ପାଣିଗ୍ରାହୀଙ୍କ ସଂପର୍କ ଥିବା ଖବର ପଦାକୁ ଆସିଥିଲା। ଏହାକୁ ନେଇ ବିଧାନସଭା ଚାଲିଥିବା ବେଳେ ବିରୋଧୀ ଦଳର ବିଧାୟକ ମାନେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ । ଅଭିଯୋଗ ଆଧାରରେ ତାଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଛନ୍ତି। ସେପଟେ ଆକାଶ ଗୋପାଳପୁର ଠାରେ ଟାଟା କମ୍ପାନୀ ନାମରେ ଏକ ଫ୍ୟାକ୍ କାର୍ଯ୍ୟାଳୟ ଖୋଲି କିଛି ଯୁବକଙ୍କୁ ସେଠାରେ ନିଯୁକ୍ତି ଦେବାକୁ କହି ସେମାନଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଚଳୁ କରିଥିବା ଅଭିଯୋଗ ହୋଇଥିଲା । ଟଙ୍କା ଦେଇଥିବା ଲୋକମାନଙ୍କୁ ଜାଲ ନିଯୁକ୍ତିପତ୍ର ଦିଆଯାଇଥିବା ନେଇ ବି ଅଭିଯୋଗ ହୋଇଥିଲା । ଏହି କଳାକାରନାମାରେ ପ୍ରଦୀପଙ୍କ ସଂପୃକ୍ତି ଥିବା ବିରୋଧୀ ଦଳ ଅଭିଯୋଗ କରିଥିଲେ । ନିଲମ୍ବନ ହେବାପରେ ବିଜେଡି ବିଧାୟକ ଡ. ପ୍ରଦୀପ କିଛି ପ୍ରତିକ୍ରିୟା ଦେଇ ନାହାନ୍ତି।

Mo sapath

Leave A Reply

Your email address will not be published.