Blank space
Blank space
Breaking News/ମୁଖ୍ୟ ଖବର:
ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
Blank space

କେନ୍ଦ୍ର କୃଷି ଆଇନ ବିରୋଧରେ ନବନିର୍ମାଣ ଯୁବଛାତ୍ର ସଂଗଠନର ବାଇକ ଶୋଭାଯାତ୍ରା

0

ଭୁବନେଶ୍ୱର, ନିରପେକ୍ଷ ଖବର(୫/୧୨): ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ରାଜ୍ୟ ସଂଯୋଜକ MD Manwar Alli ଙ୍କ ନେତୃତ୍ୱ ରେ ଶହ ଶହ ଯୁବଛାତ୍ର ଯୋଗ ଦେଇଥିଲେ । ଏନେଇ ଶ୍ରୀ ଅଲ୍ଲୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନରେ ପୁଞ୍ଜିପତିମାନେ ଲାଭମାନ ହେଉଥିବା ବେଳେ ଚାଷୀ କିନ୍ତୁ ହତାଶ ହେଉଛନ୍ତି। ସରକାରଙ୍କର ଏ କଳା ଆଇନକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ ବୋଲି ସେ ଦାବି କରିଛନ୍ତି। ତୁରନ୍ତ ଏହାକୁ ପ୍ରତ୍ୟାହାର କରା ନଗଲେ ଆଗାମୀ ଦିନ ହଜାର ହଜାର ଯୁବଛାତ୍ର ଓଡ଼ିଶାରୁ ଦିଲ୍ଲୀ ଯିବେ ବୋଲି ଚେତାବନୀ ଦେଇଛନ୍ତି। ଏଥିସହିତ ଆସନ୍ତା ୮ ତାରିଖରେ ଚାଷୀମାନେ ଦେଇଥିବା ଭାରତ ବନ୍ଧ ଡାକରାରେ ସମସ୍ତେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଛନ୍ତି। ଶନିବାର ଅନୁଷ୍ଠିତ ପ୍ରତିବାଦରେ ସଂଗଠନର ଭୁବନେଶ୍ୱର ସଂଯୋକ ଅମିତ ଜେନା , ରଞ୍ଜନ ନାୟକ ,ଜୋସବନ୍ତ ଦାସ ,ଦେବାଶିଷ ନାୟକ , ଅମାର୍ଜିତ ସ୍ୱାଇଁ ,ରାୟ ରଞ୍ଜନ ମୋହନ୍ତି, ପ୍ରଶାନ୍ତ ପରିଡ଼ା, ବୁଲୁ ଜେନା ,ସୁନୀଲ ନାୟକ ,ତସର ଖାଁ, ଜୟାନ୍ତ ଗୋସ୍ୱାମୀ ,ସୌମିଓ ରଞ୍ଜନ ପଣ୍ଡା ପ୍ରମୁଖ ନେତୃତ୍ୱ ନେଇଥିଲେ।

Mo sapath

Leave A Reply

Your email address will not be published.