Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ପ୍ରଥମ ସୁରଜିତ ମେମୋରିଆଲ ବ୍ୟାଡ଼ମିଣ୍ଟନ ଟୁର୍ନାମେଣ୍ଟ ଉଦଘାଟିତ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୮/୦୧/୨୧ ଭି. ଏସ. ଏସ. ନଗର ସ୍ଥିତ ଡି. ଏଲ. କଲୋନୀ ଠାରେ ପ୍ରଥମ ସୁରଜିତ ମେମୋରିଆଲ ବ୍ୟଡମିଣ୍ଟନ ଟୁର୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏହାକୁ ପ୍ରଫେସର ଡ଼. ଜୟନ୍ତ କୁମାର ପରିଡା ମୁଖ୍ୟଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଟୁର୍ଣାମେଣ୍ଟରେ ଡି. ଏଲ. କଲୋନୀ ଏବଂ ଭି. ଏସ. ଏସ. ନଗରର ପ୍ରାୟ ୫୪ ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଡି. ଏଲ. କଲୋନୀ ବ୍ରଦର୍ସ ତରଫରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ହିମାଂଶୁ ନାୟକ, ବିପ୍ଳବ ମହାନ୍ତି, ସ୍ୱରାଜ କେତନ ରାଉତ, ସୋମ୍ୟ ମହାଳିକ, ଶୁଭମ ମହାନ୍ତି, ପ୍ରତୀକ ରାଉତ, ଆୟୁଷ ମହାନ୍ତି, ଅଭିଷେକ ମହାନ୍ତି, ସନତ ଜେନା ପ୍ରମୁଖ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Mo sapath

Leave A Reply

Your email address will not be published.