Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୨ ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ ଆଜି ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ଅଧିବେଶନରେ ଶତାଧିକ ସଭ୍ୟ ଯୋଗଦାନ କରିଥିଲେ । ଏହି ସୋସାଇଟିରେ ଆୟକର ବିଭାଗର ଅନେକ ଅବସରପ୍ରାପ୍ତ କର୍ମଚାରୀ ଓ କାର୍ଯ୍ୟରତ କର୍ମଚାରୀ ସଭ୍ୟ ଅଛନ୍ତି । ଆଜିର ଅଧିବେଶନ ସୋସାଇଟିର ସଭାପତି ଶ୍ରୀ ଶରତ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଆଗାମୀ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ/ ଚୟନ ମଧ୍ୟ କରାଯାଇଥିଲା ।

ଆଗାମୀ ବର୍ଷ ପାଇଁ ଶ୍ରୀ ଶରତ ଦାଶ ସଭାପତି ଭାବେ ଓ ଶ୍ରୀ ରାଧାଶ୍ୟାମ ଗିରି ସମ୍ପାଦକ ଭାବେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ଯୁଗ୍ମ ସମ୍ପାଦକ ଭାବେ ଶଶିକାନ୍ତ ବେହେରା ଓ ତ୍ରିଲୋଚନ ମଲ୍ଲିକ , କୋଷାଧ୍ୟକ୍ଷ ଭାବେ ଲଳିତ ପଣ୍ଡା , ହିସାବ ସମୀକ୍ଷକ ଭାବେ ଶ୍ରୀ ଏ ଭି ଏନ୍ ଶ୍ରୀନିବାସ, ଓ କାର୍ଯ୍ୟକାରିଣୀ କମିଟିକୁ  ସର୍ବଶ୍ରୀ ମନୋଜ ପତି, ଦୁର୍ଗାପ୍ରସାଦ ଆଚାର୍ଯ୍ୟ, ଚିତ୍ତରଞ୍ଜନ ପଟ୍ଟନାୟକ, ଶ୍ରୀ ଏମ କେ ସାଇ, ଶ୍ରୀ ଏ ଟି ଖାଁ, ବିଦ୍ୟାଧର ସାହୁ ଓ ମଙ୍ଗରାଜ ସେଠୀ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ଉପଦେଷ୍ଟା ଭାବେ ଶ୍ରୀ ବ୍ରଜେନ୍ଦ୍ର ମହାନ୍ତି ଓ ଶ୍ରୀ ଜଗବନ୍ଧୁ ସାହୁଙ୍କୁ ପୁନଃ ନିର୍ବାଚିତ କରାଯାଇଥିଲା ।

Blank space

ଏହି ଅଧିବେଶନରେ ଯୋଗ ଦେଇଥିବା ସମସ୍ତ ଆୟକର ବନ୍ଧୁଙ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ସଭାପତି ଶ୍ରୀ ଶରତ ଦାଶ ।

Mo sapath

Leave A Reply

Your email address will not be published.