ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୨:ଓଡିଶା ମୋ ପରିବାରର ୫୦ ଜଣ ସ୍ୱେଚ୍ଛାସେବୀ ଦେଲେ ରକ୍ତଦାନ। ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ସହଯୋଗରେ ଏହି ରକ୍ତଦାନ ଶିବର ଅନୁଷ୍ଠିତ ହୋଇଥିଲା। ୱାର୍ଡ଼ ନମ୍ବର-୧୭, ପଥରବନ୍ଧ ଅଙ୍ଗନବାଡ଼ି କେନ୍ଦ୍ରରେ ଆୟୋଜିତ ରକ୍ତଦାନ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଜିଲ୍ଲା ବିଜେଡି ସମ୍ପାଦକ ଭୋଳାନାଥ ମହାରଣା ନେତୃତ୍ୱ ନେଇଥିଲେ। ସ୍ଥାନୀୟ ଅଞ୍ଚଳର ୫୦ ଜଣ ରକ୍ତଦାତା ରକ୍ତଦାନ କରିଥିଲେ।
ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନିର୍ଦ୍ଦେଶରେ ଏହାକୁ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ପଥର ବନ୍ଧ ଉନ୍ନୟନ ପରିଷଦ ଓ କଳିଙ୍ଗ ୟୁଥ୍ କ୍ଲବର କର୍ମକତ୍ତା ସହଯୋଗ କରିଥିଲେ। ଏଥିରେ ସ୍ଥାନୀୟ ପୂର୍ବତନ କର୍ପୋରେଟର ସୁସ୍ମିତା ଦାସ, ୱାର୍ଡ଼ ସଭାପତି ବାଦଲ କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ। ଉକ୍ତ କାର୍ଯକ୍ରମରେ ଓଡ଼ିଶା ମୋ ପରିବାର ସହ ସଂଯୋଜକ ରୁଦ୍ର ସାମନ୍ତରାୟ ଓ ଉତ୍ତର ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ, ପୂର୍ବତନ କର୍ପୋରେଟର ତଥା ବିଜେଡ଼ି ନେତା ଗଣେଶ ନାୟକ, ବିଜେଡ଼ି ନେତା ରାମଚନ୍ଦ୍ର ବେହେରା, ପୁରଞ୍ଜନ୍ ପାଢ଼ୀ, ଯୁବନେତା ଦୀପକ ନାୟକ, ସୌମ୍ୟ ରଞ୍ଜନ ପ୍ରଧାନ, ରବି ନାରାୟଣ ଵାଡତିଆ, ଆଲୋକ ଦାସ, ବିଶ୍ଵନାଥ ଦାସ, ସର୍ବଜିତ ସାହୁ, ଅକ୍ଷୟ ସ୍ୱାଇଁ, ସୁକାନ୍ତି ବେହେରା, ମିନତୀ ମହାପାତ୍ର, ଝୁନା ବେହେରା, ଲକ୍ଷ୍ମୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ