Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ଭୁବନେଶ୍ୱରରେ ଖୋଲିଲା ମମ ଆଣ୍ଡ ବେବି କେୟାର

ଗର୍ଭବତୀ ମହିଳା ଓ ଶିଶୁଙ୍କ ପାଇଁ ସମସ୍ତ ଆବଶ୍ୟକ ଜିନିଷ ମିଳିପାରିବ ଏବେ ଗୋଟିଏ ସ୍ଥାନରେ ।

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୧/୦୩ ଭୁବନେଶ୍ୱରର ଜନପଥ ଠାରେ ଗର୍ଭବତୀ ମହିଳା ଓ ନବଜାତ ଶିଶୁଶ୍ରେଣୀର ପ୍ରମୁଖ ଷ୍ଟୋର “ମମ ଆଣ୍ଡ ବେବି କେୟାର” ର ଉଦ୍ଘାଟନ ହୋଇଯାଇଛ। ଯେଉଁଥିରେ କି ଏହି ବର୍ଗ ର ସମସ୍ତ ଦରକାରୀ ସାମଗ୍ରୀ ଯଥା ଶିଶୁ ପୋଷକ, ଖେଳନା, ଟ୍ରଲର,ବିଛଣା, ଦୋଳି,ଜୋତା ଓ ଆହୁରି ଅନେକର ଭରପୁର ସମ୍ଭାର ଗ୍ରାହକ ମାନଙ୍କ ପାଇଁ ଉପଲବ୍ଧ ହୋଇପାରିବ । ତତସହିତ ମହିଳା ଶ୍ରେଣୀର ବିଶେଷ କରି ଗର୍ଭବତୀ ମହିଳା ମାନଙ୍କର ଅତ୍ୟାବଶ୍ୟକ ପୋଷକ ପରିପାଟୀ ଓ ଅନ୍ତବସ୍ତ୍ର,,ଖାଦ୍ୟ ପୋଷାକ ଶ୍ରେଣୀ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି । ବିଶେଷ ଭାବେ ମିହିଳା ଗର୍ଭବତୀ ହେବା ପରଠୁ ଶିଶୁ ଜନ୍ମ ଓ ଶିଶୁ ଅନୁନ୍ୟ ପାଞ୍ଚ ବର୍ଷ ହେବା ପର୍ଯ୍ୟନ୍ତ ଯେତେସବୁ ପରିଚ୍ଛେଦ ଆବଶ୍ୟକ ସେସବୁର ସମସ୍ତ ଉପକରଣ ମାନ୍ୟବର ସାସଂଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଷ୍ଟୋରଟିକୁ ଫିତାକାଟି ଗ୍ରହକଙ୍କ ଉଦେଶ୍ୟରେ ଲୋକାର୍ପଣ କରିଥିଲେ ।

Mo sapath

Leave A Reply

Your email address will not be published.