Blank space
Blank space
Breaking News/ମୁଖ୍ୟ ଖବର:
ଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….
Blank space

ଅଗଷ୍ଟ ମାସ ପ୍ରଥମ ସପ୍ତାହରୁ ଖୋଲିବ କଲେଜ୍‌ …. 

0

ଭୁବନେଶ୍ଵର,ନିରପେକ୍ଷ ଖବର:୩୦/୦୬/୨୦୧୯: ଅଗଷ୍ଟ ମାସ ପ୍ରଥମ ସପ୍ତାହରୁ ଖୋଲିବ କଲେଜ୍‌ । ସଠିକ୍ ସମୟରେ ପାଠ୍ୟକ୍ରମ ଶେଷ,ପରୀକ୍ଷା ପରିଚାଳନା ଓ ଫଳାଫଳ ପ୍ରକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଇଛି । ଶିକ୍ଷା କ୍ଷେତ୍ରରେ ବିକାଶ ଆଣିବାକୁ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଯେତିକି ଦରକାର ଶିକ୍ଷକଙ୍କ ଉପସ୍ଥାନ ମଧ୍ୟ ସେତିକି ଦରକାର। ସେଥିପାଇଁ ଛାତ୍ରଛାତ୍ରୀଙ୍କ ଉପସ୍ଥାନକୁ ସର୍ବନିମ୍ନ ୭୫ ପ୍ରତିଶତ ରଖାଯାଇଛି। ଯଦି ଏହି ଉପସ୍ଥାନ ହାସଲରେ କୌଣସି ଛାତ୍ର ବିଫଳ ହୁଅନ୍ତି ତେବେ ସେହି ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଅନୁମତି ଦିଆଯିବ ନାହିଁ। ସେହିଭଳି ଶିକ୍ଷକଙ୍କୁ ମଧ୍ୟ କଲେଜ୍‌ରେ ସର୍ବନିମ୍ନ ୭ ଘଣ୍ଟାଉପସ୍ଥିତ ରହିବାକୁ ବାଧ୍ୟତାମୂଳକ କରାଯାଇଛି। ପୂର୍ବରୁ ଏହା ୫ ଘଣ୍ଟା ଥିଲା। ଶିକ୍ଷାକଙ୍କ ଉପସ୍ଥିତି ସମ୍ପର୍କରେ ତଥ୍ୟ ରଖିବା ଲାଗି ବାୟୋମାଟ୍ରିକ୍‌ ବ୍ୟବସ୍ଥା ମଧ୍ୟ ସମସ୍ତ କଲେଜ୍‌ରେ କରାଯିବ। ଏବେ ଠାରୁ ୫୨ଟିଯାକ ସରକାରୀ କଲେଜକୁ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ନିର୍ଦେଶ ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ୫୨ ସରକାରୀ କଲେଜରୁ ୧୬ଟି କଲେଜ୍‌ରେ ବାୟୋମେଟ୍ରିକ୍‌ ଲଗାଇବାର ବ୍ୟବସ୍ଥା ହେଇଯାଇଛି। ବିଶ୍ଵବ୍ୟାଙ୍କ୍‌ ଟଙ୍କାର ଉପଯୋଗ କରି ଅନ୍ୟ କଲେଜମାନେ ଏ ବିଷୟରେ ପଦକ୍ଷେପ ନେବାକୁ ସେ ନିର୍ଦେଶ ଦେଇଛନ୍ତି। ଏହା ଗୁଣାତ୍ମକ ଶିକ୍ଷାର ବିକାଶରେ ସହାୟକ ହେବ ବୋଲି ସେ କହିଛନ୍ତି।

Mo sapath

Leave A Reply

Your email address will not be published.