Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଦେବସ୍ମିତା ଦାସଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୮/୦୪ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦିକା ଦେବସ୍ମିତା ଦାସଙ୍କ ନେତୃତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ୭୫ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯୁବ ବ୍ୟାପାର ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ, ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୂତି ବଳନ୍ତରାୟ ଉଦଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ ଓଡ଼ିଶା ମୋ ପାରିବାରର ସଂଯୋଜକ ରୁଦ୍ର ସାମନ୍ତରାୟ, ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ଉପ ସଭାପତି ବିଜୁ ଛୋଟରାୟ ପ୍ରମୁଖ ଉପସ୍ଥିତ ରହି ସମସ୍ତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦିପ ପ୍ରଧାନ, ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ରାଜେଶ ରାଜ ସ୍ୱାଇଁ, ବିଜୁ ଛାତ୍ର ଜନତା ଦଳର ମହାସଚିବ ଇପ୍ସିତା ସାହୁ, ବିଜୁ ଛାତ୍ର ଜନତା ଦଳର ବରିଷ୍ଠ ଉପସଭାପତି ସ୍ୱାଗତିକା ମହାନ୍ତି , ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ପ୍ରଦୋଷ ପରିଡ଼ା, ଅପୂର୍ବ ଅପରୂପା, ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ୍ ପାଲଟା ସିଂ, ରାଜ୍ୟ ସମ୍ପାଦକ ସୁଚିଶ୍ମିତା ବେହେରା, ବିଜୁ ଯୁବ ଜନତା ଦଳର ରାଜ୍ୟ ସମ୍ପାଦିକା ରାଜଲକ୍ଷ୍ମୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.