ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ଗତ ୨୪ ଘଣ୍ଟାରେ ୧୭ ଜଣଙ୍କ ଜୀବନ ନେଲା କରୋନା। ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖା ସଂକ୍ରମିତଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା ଜିଲ୍ଲାର ମୃତକଙ୍କ ଭିତରେ ୨ ଜଣ ଭୁବନେଶ୍ୱରର । ନୂଆପଡ଼ା, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଦୁଇ ଜଣ ଲେଖା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧ, ପୁରୀ, ବାଲେଶ୍ବର, ଗଞ୍ଜାମ ଓ ଢେଙ୍କାନାଳ ଜିଲ୍ଲାର ଜଣେ ଲେଖା କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।ଏବେ ପର୍ଯ୍ୟନ୍ତ ରାଜ୍ୟରେ କରୋନା ସଂକ୍ରମିତଙ୍କ ମୃତ୍ୟୁସଂଖ୍ୟା ୨,୨୩୨କୁ ଛୁଇଁଲା।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ