Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଜୁଲାଇ ୧୫ ପର୍ଯ୍ୟନ୍ତ ଲକଡାଉନ ଅବଧି ବୃଦ୍ଧି

0

ନୂଆଦିଲ୍ଲୀ,ନିରପେକ୍ଷ ଖବର:ତା ୨୮/୦୬ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ପଶ୍ଚିମବଙ୍ଗ ସରକାର ଲକଡାଉନ ଅବଧିକୁ ଜୁଲାଇ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଲକଡାଉନ ନିୟମରେ ସାମାନ୍ଯ କୋହଳ କରାଯାଇଛି। ଲକଡାଉନ ସମୟରେ ସମସ୍ତ ସେଲୁନ୍ ବିୟୁଟି ପାର୍ଲର ଗୁଡିକ ଦିନ ୧୧ ଟାରୁ ୬ଟା ଯାଏଁ ଖୋଲିବ।ଆଫିସ ଗୁଡିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ଯ କରିପାରିବେ । ସମସ୍ତ କର୍ମଚାରୀଙ୍କୁ ଟିକା ନେବା ପାଇଁ ବାଧ୍ୟତାମୂଳକ। ଅଫିସ ଗୁଡିକ ସକାଳ ୧୦ରୁ ୪ଟା ଯାଏ ଖୋଲାରହିବ। ସମସ୍ତ ହାଟ ବଜାର ସକାଳ ୬ ରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ । ଅନ୍ୟ ସମସ୍ତ ଦୋକାନଗୁଡିକ ଦିନ ୧୧ଟାରୁ ରାତି ୮ଟା ଯାଏଁ ଖୋଲା ରହିବ। ଜିମ୍ ଗୁଡିକ ୫୦ ପ୍ରତିଶତ କ୍ଷମତା ସହିତ ଖୋଲା ହେବ। ଘରୋଇ ଏବଂ ସରକାରୀ ବସ୍ ୫୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ଚଳାଚଳ କରିପାରିବ।

Mo sapath

Leave A Reply

Your email address will not be published.