ବାଲେଶ୍ବର,ନିରପେକ୍ଷ ଖବର:ତା ୧୧/୦୯ ଗଣେଶ ପୂଜାରେ ପରିଚୟ ଫାଉଣ୍ଡେସନ୍ ୨୫୦ ମହିଳାଙ୍କୁ ସୋଲାର ଲ୍ୟାମ୍ପ ବାଣ୍ଟିଛି । ବାଲେଶ୍ୱର ଜିଲ୍ଲା ପାଳବାଇଁଚ ଗାଁରେ ଏହି ଲ୍ୟାମ୍ପ ଦିଆଯାଇଛି । ୟସ୍ ବାତ୍ୟାରେ ଏହି ଗାଁ ଅନେକ ପ୍ରଭାବିତ ହୋଇଥିଲା । ଏଥିରେ ଅଧିକାଂଶ ପରିବାର ଅନ୍ଧାରରେ ରହିଥିଲେ । ପ୍ରତିବର୍ଷ ବାତ୍ୟା ଯୋଗୁ କ୍ଷୟକ୍ଷତି ହେଉଥିବାରୁ ଲୋକେ ଦୀର୍ଘ ଦିନ ଯାଏ ଅନ୍ଧାରରେ ରହିବାକୁ ବାଧ୍ୟ ହୁଅନ୍ତି । ଏଣୁ ଜରୁରୀ ବ୍ୟବହାର ପାଇଁ ଏହି ସୋଲାର ଲ୍ୟାମ୍ପ ଦିଆଯାଇଛି । ହିନ୍ଦୁସ୍ତାନ କପର ଲିମିଟେଡ୍(ଏଚଆଇଏଲ୍) ଏହି ସୋଲାର ଲ୍ୟାମ୍ପ ଯୋଗାଇ ଦେଇଛି । ବାତ୍ୟା ସମୟରେ ମହିଳାଙ୍କ ଘରୁ ଅନ୍ଧକାର ହଟାଇ ଆଲୋକିତ କରିବା ଉଦ୍ଦେଶ୍ୟରେ ଏହି ପ୍ରୟାସ ଆରମ୍ଭ କରିଛୁ ବୋଲି ପରିଚୟ ଫାଉଣ୍ଡେସନ୍ ପ୍ରତିଷ୍ଠାତା ରୋଜାଲିନ ପା;ଶାଣୀ କହିଛନ୍ତି ।”ପ୍ରୋଜେକ୍ଟ ପାଭି’ ଅଧୀନରେ ଆମେ ମହିଳାଙ୍କୁ ଏହି ଲ୍ୟାମ୍ପ ଦେଇଛୁ । ଏହି ଲ୍ୟାମ୍ପ ଯୋଗାଇ ଦେଇଥିବାରୁ ଏଚସିଏଲ୍ ସିଏମ୍ଡି ଅରୁଣ ଶୁକ୍ଲାଙ୍କୁ ମଧ୍ୟ ସେ ଧନ୍ୟବାଦ ଦେଇଛନ୍ତି । ପରିଚୟ ଫାଉଣ୍ଡେସନର ସଦସ୍ୟ ଅନାମିକା ଦାଶ, ବିଜେତା ରଣା, ପ୍ରଫୁଲ୍ଲ ସିଂ ସାମନ୍ତ, ମିନର୍ଭ । ପ୍ରିୟଦର୍ଶିନୀ, ପ୍ରକାଶ ଚନ୍ଦ୍ର ମହାରଣା ଓ ଅନ୍ୟ ସେ୍ଚ୍ଛାସେବୀମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ