Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ବିଶ୍ୱ ଭିନ୍ନକ୍ଷମ ଦିବସ ଅବସରରେ ଭିନ୍ନକ୍ଷମଙ୍କୁ ନିଶୁଳ୍କ କୃତ୍ରିମ ଅଙ୍ଗଦାନ ନିମନ୍ତେରେଡ୍ ସ୍ୱସ୍ତିକ ସୋସାଇଟି ପକ୍ଷରୁ ୫ ଦିନିଆ ପରିମାପ ଶିବିର

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୩/୧୨/୨୦୨୧– ବିଶ୍ୱ ଭିନ୍ନକ୍ଷମ ଦିବସ ଅବସରରେ ଭିନ୍ନକ୍ଷମ ମାନଙ୍କର ବହୁବିଧ କଲ୍ୟାଣ ନିମନ୍ତେ କାର୍ଯ୍ୟକରୁଥିବା ଅଗ୍ରଣୀ ସମାଜକଲ୍ୟାଣ ପ୍ରତିଷ୍ଠାନ ରେଡ୍ ସ୍ୱସ୍ତିକ ସୋସାଇଟି ପକ୍ଷରୁ ୪୦୦ରୁ ଉର୍ଦ୍ଧ୍ୱ ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ ନିମନ୍ତେ ପାଞ୍ଚଦିନିଆ ନିଶୁଳ୍କ ପରିମାପ ଶିବିର ସଂମ୍ପୂର୍ଣ୍ଣ କୋଭିଡ଼୍ ନିୟମକୁ ଅନୁପାଳନ କରି ସ୍ଥାନୀୟ ନୟାପଲ୍ଲୀସ୍ଥିତ ରେଡ୍ ସ୍ୱସ୍ତିକ ସୋସାଇଟି କାର୍ଯ୍ୟାଳୟଠାରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଅଂଚଳରୁ ଭିନ୍ନକ୍ଷମମାନଙ୍କୁ ସ୍ୱତନ୍ତ୍ରଭାବେ ଯୋଗାଯୋଗ ଓ ରେଜିଷ୍ଟ୍ରେସନ୍ ମାଧ୍ୟମରେ ଏକ ତାଲିକା ପ୍ରସ୍ଥୁତ କରାଯାଇଛି । ପର୍ଯ୍ୟାୟକ୍ରମେ ଏହି ତାଲିକା ଅର୍ନ୍ତଭୁକ୍ତ ଭିନ୍ନକ୍ଷମମାନଙ୍କୁ ପାଞ୍ଚଦିନିଆ ଶିବିରରେ କୃତ୍ରିମ ଅଙ୍ଗପ୍ରଦାନ ନିମନ୍ତେ ପରିମାପ କରାଯିବ । ଏହି ଶିବିରରେ ପଦ୍ମଶ୍ରୀ ଶ୍ରୀ ଦିଲ୍ଲୀପ୍ ତିର୍କୀ, ରେଡ୍ ସ୍ୱସ୍ତିକ ସୋସାଇଟିର ମୁଖ୍ୟ ବିଜୟ ଆଚାର୍ଯ୍ୟ, ସଚିବ ତଥା କୋଷାଧ୍ୟକ୍ଷ ଶ୍ରୀ ଦେବାଶିଷ ପଟ୍ଟନାୟକ ଓ ରେଡ଼୍ ସ୍ୱସ୍ତିକ୍ ଓଡ଼ିଶା ଶାଖାର ଅନ୍ୟ ସଦସ୍ୟ ପ୍ରମୁଖ ଉପସ୍ଥିତ ଥଲେ । ଭିନ୍ନକ୍ଷମମାନଙ୍କର ବହୁବିଧ କଲ୍ୟାଣ ନିମନ୍ତେ ଆଗାମୀ ଦିନ ମାନଙ୍କରେ ଅନୁଷ୍ଠାନ ପକ୍ଷରୁ ବହୁ କଲ୍ୟାଣକାରୀ ଯୋଜନା ମାନ ହାତକୁ ନିଆଯିବ ବୋଲି ଅନୁଷ୍ଠାନର ମୁଖ୍ୟ ମତପ୍ରକାଶ କରିଥିଲେ ।

Mo sapath

Leave A Reply

Your email address will not be published.