Blank space
Blank space
Breaking News/ମୁଖ୍ୟ ଖବର:
ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳା
Blank space

ବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୩/୦୮ ଗତ ୩୧-ଜୁଲାଇ ଢେଙ୍କାନାଳ ଟାଉନ ଥାନା ଅଞ୍ଚଳ ରେ ହୋଇଥିବା ହିନ୍ଦୁ ବିରୋଧୀ ଆକ୍ରମଣ ଘଟଣା କୁ ନିନ୍ଦା କରିଛି ବିଶ୍ୱ ଗୋ ସୁରକ୍ଷା ବାହିନୀ -ଯେଉଁମାନେ ଓଡ଼ିଶା ହାଇକୋର୍ଟ ର ଆଇନଜୀବୀ ସୁରେଶ ପଣ୍ଡା ଏବଂ ତାଙ୍କର ସହ କର୍ମୀ ମାନଙ୍କୁ ରାଜ ରାସ୍ତାରେ ଅଭଦ୍ର ଭାଷାରେ ଗାଳି ଗୁଲଜ କରିବା ସହ ମାରଣାତ୍ମକ ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିଲେ ସେମାନଙ୍କ ବିରୋଧରେ ଢେଙ୍କାନାଳ ଟାଉନ ଥାନା ରେ ଏତଲା ଏବଂ ଅତିରିକ୍ତ ଏସ୍ପି ଙ୍କୁ ଦେଖା କରିବା ପରେ ବି ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଗଲା ନାହିଁ ଯାହା ପାଇଁ ଉକ୍ତ ଅସମାଜିକ ବ୍ୟକ୍ତି ବିଶେଷ ସାମାଜିକ ଗଣ ମାଧ୍ୟମ ରେ ପୁର୍ନବାର ଆସିଲ୍ଲ ମତବ୍ୟ ଦେବାପାଇଁ ପଛାଉ ନାହିଁ – ଯାହାକୁ ନେଇ ଓଡ଼ିଶାରେ ଏବେ ବିଭିନ୍ନ ହିନ୍ଦୁ ସଂଘଟନ ମାନେ ଏହାର ପ୍ରତିବାଦ କରିଛନ୍ତି – ଆଗାମୀ ଦିନରେ ଯଦି ଢେଙ୍କାନାଳ ଟାଉନ ଥାନା ପୋଲିସ ଏ ଦିଗରେ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ ନ କରେ ତେବେ ପରିସ୍ଥିତି ଭୟଙ୍କର ହେବ ବୋଲି ଚେତାବନୀ ଦେଇଛି ବିଶ୍ୱ ଗୋ ସୁରକ୍ଷା ବାହିନୀ…. କେବଳ ସେତିକି ନୁହେଁ ଏବେ ଯେଉଁଭଳି ଭାବରେ ବାଂଲାଦେଶୀ ମାନେ ଓଡ଼ିଶରେ ପ୍ରବେଶ କରି ହିନ୍ଦୁ ଧର୍ମକୁ ନଷ୍ଟ କରିବା ପାଇଁ ଚେଷ୍ଟା କରୁଛନ୍ତି ତାହା ମଧ୍ୟ ବନ୍ଦ ହେବାରେ ଆବଶ୍ୟକତା ଅଛି ବୋଲି ବିଶ୍ୱ ଗୋ ସୁରକ୍ଷା ବାହିନୀ ଦାବୀ କରିଛି….

 

Mo sapath

Leave A Reply

Your email address will not be published.