ଭୁବନେଶ୍ଵର,ନିରପେକ୍ଷ ଖବର:ତା ୨୨/୦୪/୨୫: ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
