Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ବରଦା ଦାସଙ୍କୁ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ପଦବୀକୁ ପଦନ୍ନୋତି

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା-୧.୧.୨୦୨୦ ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ତଥା ଉପ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ବରଦା ପ୍ରସନ୍ନ ଦାସ ବିଭାଗୀୟ ପଦନ୍ନୋତି ପାଇ ଯୁଗ୍ମ ନିର୍ଦ୍ଦେଶକ ପଦରେ ନିଯୁକ୍ତି ହୋଇଛନ୍ତି ।

Advertising:
Blank space

ଶ୍ରୀ ଦାସ ତାଙ୍କର ୩୫ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଟିଟିଲାଗଡ, ନୟାଗଡ. ବାଙ୍କୀ. କଟକ, ଭୁବନେଶ୍ୱର,ଖୋର୍ଦ୍ଧା, ଅନୁଗୋଳ, ଦେବଗଡ ଆଦି ସ୍ଥାନରେ ଲୋକ ସଂପର୍କ ଅଧିକାରୀ ଓ ବିଭିନ୍ନ ମନ୍ତ୍ରୀଙ୍କ ସୂଚନା ଅଧିକାରୀ ଭାବେ ସଫଳତାର ସହ କାର୍ଯ୍ୟ ସଂପାଦନ କରିଥିଲେ । ସେ ଜଣେ ସୁ ଲେଖକ, ସୁବକ୍ତା, ସଂଗଠକ ଓ ସାହିତ୍ୟିକ ଭାବେ ସୁପରିଚିତ ।

Mo sapath

Leave A Reply

Your email address will not be published.