Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ପୂର୍ବତଟ ରେଳପଥ ପକ୍ଷରୁ ୭୧ତମ ଗଣତନ୍ତ୍ର ଦିବସ ପାଳିତ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା:୨୭ /୦୧/୨୦ ରେଳବାଇ ଷ୍ଟାଡିୟମ ଠାରେ ୭୧ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି I

Advertising:
Blank space

ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଏହି ଅବସରରେ ପତାକା ଉତ୍ତୋଳନ କରିବା ସହ ରେଳବାଇ ସୁରକ୍ଷା ବଳ ପକ୍ଷରୁ ଆୟୋଜିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ I ରେଳବାଇ କର୍ମଚାରୀ ଓ ସେମାନଙ୍କର ପରିବାର ବର୍ଗଙ୍କ ସହିତ ରେଳବ୍ୟବହାରକାରୀ ମାନଙ୍କୁ ଉଦବୋଧନ ଦେଇ ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ରେଳବାଇ କର୍ମଚାରୀ ମାନଙ୍କର ନିଷ୍ଠାପର ସେବା, ରେଳପଥର କାର୍ଯ୍ୟ ଦକ୍ଷତା ସହିତ ଯାତ୍ରୀ ସୁବିଧା, ସଂରକ୍ଷା ଓ ନିରାପତ୍ତା, ରେଳମାର୍ଗର ଭିତ୍ତିଭୂମିର ବିକାଶ, ଡିଜିଟାଲ ସେବା ଓ ମାନବ ସମ୍ବଳ ସମ୍ପର୍କରେ ଆଲୋକପାତ କରିଥିଲେ I ଭାରତର ବିକାଶ ପାଇଁ କର୍ମଚାରୀମାନଙ୍କର ନିଷ୍ଠାପର ସେବା ମନବୃତିକୁ ମହାପ୍ରବନ୍ଧକ ପ୍ରଶଂସା କରିଥିଲେ I ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାରଙ୍କ ସହିତ ବିଭାଗୀୟ ପ୍ରମୁଖ ଅଧିକାରୀ, ଅନ୍ୟାନ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ସେମାନଙ୍କର ପରିବାର ବର୍ଗ ଏହି ଅବସରରେ ଉପସ୍ଥିତ ଥିଲେ I ରେଳପଥର ଉପ ମହାପ୍ରବନ୍ଧକ ଶ୍ରୀ ଅଶୋକ କୁମାର ମିଶ୍ର ଆୟୋଜିତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I

Mo sapath

Leave A Reply

Your email address will not be published.