ଭୁବନେଶ୍ୱର,ନିରପେକ୍ଷ ଖବର: ତା ୫.୨.୨୦୨୦ ରିଖ ଦିନ ୧୨ଟା ୧୦ ମିନିଟ ରେ ଏକ ଘରୋଇ ହସ୍ପିଟାଲରେ ଚିକିଶ୍ଚିତ ହେଉଥିବା ପୁରୁଣା ଭୁବନେଶ୍ୱରର ଜଣାଶୁଣା ପ୍ରତିଷ୍ଠିତ ସମାଜସେବୀ *ବାସୁଦେବ ଗରାବଡୁଙ୍କ* ପରଲୋକ ହୋଇଯାଇଛି।ମୂର୍ତ୍ତୃବେଳକୁ ତାଙ୍କ ବୟସ ୮୬ ବର୍ଷ ହୋଇଥିଲା।ସେ ରାଜ୍ୟ ଜଳସେଚନ ବିଭାଗରୁ ବରିଷ୍ଠ ଅଧିକାରୀ ଭାବେ କାର୍ଯ୍ୟକାରି ଅବସର ଗ୍ରହଣ କରିଛନ୍ତି। ସେ ଜଣେ ପ୍ରତିଷ୍ଠିତ ସମାଜସେବୀ ଭାବେ ଜଣାଶୁଣା।ସେ ବନ୍ଧୁବତ୍ସାଳ,ପରାଉପକାରୀ ବ୍ୟକ୍ତି ଥିଲେ।ତାଙ୍କ ବିୟୋଗରେ ପୁରୁଣା ଭୁବନେଶ୍ୱରରେ ଶୋକର ଛାୟା ଖେଳିଯାଇଛି।ପୁରୁଣା ଭୁବନେଶ୍ୱରରେ ଥିବା ସର୍ବପୂରାତନ ଟାଉନ କ୍ଲବର ପ୍ରତିଷ୍ଠାତା ସଭ୍ୟ ସହ ଭୁବନେଶ୍ୱର ଆଥଲେଟିକ ଆସୋସିଏସନ ର ପ୍ରତିଷ୍ଠାତା ସଭ୍ୟ ତା ସହିତ ରବି ଟକିଜ ବ୍ୟବସାୟୀ ସଂଘର ପୂର୍ବତନ ସଭାପତି ,ବ୍ରାହ୍ମଣ ନିଯୋଗର ପୂର୍ବତନ ସମ୍ପାଦକ ମଧ୍ୟ ଥିଲେ। ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ,ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ,ପୂର୍ବତନ ମନ୍ତ୍ରୀ ଯୁଧିଷ୍ଠିର ଜେନା,ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ଶେଷ ଦର୍ଶନ କରି ଗଭୀର ଶୋକପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ସମବେଦନା ଜଣେଇ ତାଙ୍କ ଅମର ଆତ୍ମା ର ସଦଗତି କାମନା କରିଛନ୍ତି।ତାଙ୍କ ମୂର୍ତ୍ତୃଶଯ୍ୟା ନିକଟରେ ଦୁଇ ପୁଅ ବୋହୂ ନାତିନାତୁଣୀ ଓ ବନ୍ଧୁପରିଜନ ଉପସ୍ଥିତ ଥିଲେ।ତାଙ୍କ ଶେଷକୃତ୍ୟ ପୁରୀ ସ୍ୱର୍ଗଦ୍ୱାରରେ ସମ୍ପର୍ଣ୍ଣ ହୋଇଛି।ସ୍ୱର୍ଗତ ଗରାବଡୁଙ୍କ ଜ୍ୟେଷ୍ଠ ପୁତ୍ର ବିକ୍ରମଦେବ ଗରାବଡୁ ମୁଖାଗ୍ନି ଦେଇଥିଲେ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ