Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଓବିସି କମିଶନ ଗଠନ କରିବାରେ ଚାଲାକି ଧରାପଡ଼ିଗଲା

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୩.୨ – ରାଜ୍ୟ ସରକାର ସନ୍ଧ୍ୟାବେଳେ ଅତି ତରବରିଆ ଭାବରେ ଓବିସି ଗଠନ କରି ଯେଉଁ ବା ବା ନେବାକୁ ବସିଛନ୍ତି ତାହା ଆଜି ଧରାପଡ଼ିଯାଇଛି । ୨୦୦୬ ମସିହାରୁ ଏ ରାଜ୍ୟ ସରକାର ଓବିସି କମିଶନକୁ ଅଚଳ କରି ରଖିଥିଲେ ।

Advertising:
Blank space

୨୦୧୧ ମସିହାରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ସରକାରଙ୍କୁ ଓବିସି କମିଶନ ଗଠନ କରିବାପାଇଁ ୬ମାସ ସମୟ ଦେଇଥିଲେ କିନ୍ତୁ ଏହା ଭିତରେ ୯ବର୍ଷ ବିତିଗଳାଣି ବିଚରାଳୟର ନିର୍ଦ୍ଦେଶକୁ ଖୁଲମଖୋଲା ଅବମାନନା କରିଚାଲିଛନ୍ତି ବୋଲି ଗତମାସ ୧୩ ତାରିଖ ଦିନ ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ ନେତା ଶ୍ରୀ ସତ୍ୟପ୍ରକାଶ ନାୟକ ଏହାର ଖୁଲାସା କରିଥିଲେ । ପ୍ରଶ୍ନ ପଚାରିବାର ପାଖାପାଖି ମାସେ ପରେ ତରବରିଆ ଭାବରେ କିପରି ଓବିସି କମିଶନ ସଂଧ୍ୟାବେଳେ ଗଠନ କଲେ ଏ ପ୍ରଶ୍ନ ପ୍ରଦେଶ କଂଗ୍ରେସ ସିଧାସଳଖ ଶ୍ରୀ ନାୟକ ଆଜି ଅନୁଷ୍ଠିତ ସାମ୍ବାଦିକ ସମ୍ମଳନୀରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଛନ୍ତି । ଆରଏସ୍‌ର ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଏବଂ କେନ୍ଦ୍ରର ବିଜେପି ସରକାର ଦଳିତ, ଅର୍ଥନୈତିକ ପଛୁଆବର୍ଗ ମାନଙ୍କର ଚାକିରି କ୍ଷେତ୍ରରେ ଯେଉଁ ସାମ୍ବିଧାନିକ ଅଧିକାର ଥିଲା ତାକୁ ଚକ୍ରାନ୍ତ କରି ବନ୍ଦକରି ଦେଲେ । ଖୋଦ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ଜନଗଣନା ସମୟରେ ଦଳିତ, ପଛୁଆବର୍ଗ, ସାମାଜିକ ଓ ଅର୍ଥନୈତିକ ପଛୁଆବର୍ଗଙ୍କର ଏକ ସ୍ୱତନ୍ତ୍ର ଗଣନା ପାଇଁ ଅନୁରୋଧ କରିଥିବା ବେଳେ କେନ୍ଦ୍ର ସରକାର ଏହାକୁ ସିଧାସଳଖ ମନା କରିଦେଲେ । ରାଜ୍ୟ କଂଗ୍ରେସର ଚାପ ଯୋଗୁଁ ଅନ୍ୟ ଉପାୟ ନପାଇ ଗତକାଲି ସନ୍ଧ୍ୟାବେଳେ କମିଶନ ଗଠନ କରିବାକୁ ବାଧ୍ୟ ହେଲେ ବୋଲି ଶ୍ରୀ ନାୟକ ପ୍ରକାଶ କରିଥିଲେ । ଏସରକାର ଏ ପଛୁଆ ବର୍ଗ ଦଳିତ ଶ୍ରେଣୀର ଲୋକଙ୍କୁ ନ୍ୟାୟ ଦେବା ବଦଳରେ ଦୀର୍ଘ ୧୪ବର୍ଷ ଧରି ଠକି ଚାଲିଥିଲେ । ଏ ସରକାର ଖାଲି ରାଜ୍ୟବାସୀଙ୍କୁ ଖାଲି ଭୂଆଁ ବୁଲାଇନାହାନ୍ତି ନ୍ୟାୟଳୟକୁ ମଧ୍ୟ ଠକିଚାଲିଥିଲେ । ଏ ଠକ ସରକାରଙ୍କୁ ପ୍ରଦେଶ କଂଗ୍ରେସ ଅତି କଡ଼ାଭାଷାରେ ସମାଲୋଚନା କରିବା ହେତୁ ରାଜ୍ୟ ସରକାର ନାଚାର ହୋଇ ଏ କମିଶନ ଗଠନ କରିବାକୁ ବାଧ୍ୟ ହେଲେ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଦେବେନ୍ଦ୍ର ମଲ୍ଲିକ, ନିଶିକାନ୍ତ ମିଶ୍ର, ରଜନୀ ମହାନ୍ତି, ରଶ୍ମି ମହାପାତ୍ର, ଦୀପକ ମହାପାତ୍ର, ଅମିତା ବିଶ୍ୱାଳ, ଜିନେଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.