ଭୁବନେଶ୍ୱର,ନିରପେକ୍ଷ ଖବର:ତା୨୧/୦୨ ପବିତ୍ର ମହାଶିବରାତ୍ରି ତଥା ଜାଗରଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସଂଧ୍ୟାରେ ସ୍ଥାନୀୟ ଲିଙ୍ଗରାଜ ମନ୍ଦିରକୁ ଯାଇ ପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏହି
ଅବସରରେ ଶ୍ରୀ ପ୍ରଧାନ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ସାଂସ୍କତିକ କାର୍ଯ୍ୟକ୍ରମ ଓ ଭଜନ
ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।
ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଭୁ ଲିଙ୍ଗରାଜଙ୍କ ପବିତ୍ର ଏକାମ୍ର କ୍ଷେତ୍ର
ଓଡିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଏହି ପ୍ରାଚୀନ ମନ୍ଦିର କେବଳ ଧାର୍ମିକ ବିଶ୍ୱାସ ନୁହେଁ ଓଡିଆ
ଜାତିର ବୈଜ୍ଞାନିକ ଭିତିଭୂମି ଓ ଜ୍ଞାନର ପ୍ରମାଣ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମର ପୂର୍ବଜମାନେ ଲିଙ୍ଗରାଜ ମନ୍ଦିର ତିଆରି କରିଥିଲେ । ମନ୍ଦିରମାଳିନୀ ସହର
ଭୁବନେଶ୍ୱରରେ ଏହି ମନ୍ଦିର ଶତାବ୍ଦୀ ଶତାବ୍ଦୀ ଧରି ନିଜ ପରିଚୟ ଦେଉଛି ଏବଂ ଏହା ଓଡିଆ ମାନଙ୍କ ପାଇଁ
ସୌଭାଗ୍ୟର ବିଷୟ । ଭୁବନେଶ୍ୱରକୁ ବିଶ୍ୱର ଆଧୁନିକ ସହର ଭାବେ ତିଆରି କରିବା ପାଇଁ ସମସ୍ତଙ୍କ
ସହଯୋଗର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ