Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ରେଡ଼ ସ୍ୱସ୍ତିକ୍ ସୋସାଇଟି ଓ କମିଶନରେଟ୍ ପୋଲିସ୍ ମିଳିତ ସହଯୋଗରେ ରକ୍ତଦାନ ଶିବିର

0

ଭୂବନେଶ୍ବର, ନିରପେକ୍ଷ ଖବର :ରେଡ଼ ସ୍ୱସ୍ତିକ ସୋସାଇଟି ଓ କମିଶନରେଟ ପୋଲିସ ର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ପୋଲିସ ରିଜର୍ଭ ଅଫିସଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ତିରିଶ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ରେଡ଼ ସ୍ୱସ୍ତିକ ର ସେକ୍ରେଟାରୀ ଶ୍ରୀ ଦେବାଶିଷ ପଟନାୟକ, ଡି.ସି.ପି ଶ୍ରୀ ଅନୁପ ସାହୁ, ପୋଲିସ ଅଧିକାରୀ ଲଲାଟେନ୍ଦୁ ମହାନ୍ତି, ବିଜୟ ସାହୁ ଓ ଅନ୍ୟାନ୍ୟ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ରେଡ଼ ସ୍ୱସ୍ତିକ ପକ୍ଷରୁ ବର୍ତମାନ ର ରକ୍ତ ଅଭାବକୁ ଦୂରୀକରଣ ନିମନ୍ତେ ରକ୍ତଦାନ ଶିବିର ଆୟୋଜନ କରାଯିବ ବୋଲି ଶ୍ରୀ ପଟନାୟକ ମତ ପ୍ରକାଶ କରିଛନ୍ତି ।

Mo sapath

Leave A Reply

Your email address will not be published.