*ଲକ୍ଡାଉନ୍ ଆରମ୍ଭରୁ ଅସହାୟଙ୍କୁ ଯୋଗାଉଛନ୍ତି ଖାଦ୍ୟ ସାମଗ୍ରୀ ଓ ଜରୁରୀ ଉପକରଣ… ଭୁବନେଶ୍ୱର, ନିିିରପେକ୍ଷ ଖବର:ତା ୨୦/୦୫ କରୋନା ମହାମାରୀର କାୟାରେ ଯେତେବେଳେ ସାରା ବିଶ୍ବ,ଦେଶ ଓ ରାଜ୍ୟ ଭିତତ୍ରସ୍ତ ସେହି ସମୟରେ ଅସହାୟ ମାନବ ସମାଜ।ଅସହାୟତା ଭିତରେ ଭୋକ ଉପାଶରେ କଟୁଛି ଅନେକଙ୍କ ଜନଜୀବନ।ଏହିପରି ସ୍ଥିତିରେ ସହଯୋଗର ହାତ ବଢାଇଛି ମାତୃଶକ୍ତି ଫାଉଣ୍ଡେସନ।ଭୁବନେଶ୍ୱର ଭି.ଏସ୍.ଏସ୍ ନଗରର ବିଭିନ୍ନ ବସ୍ତି ଅଞ୍ଚଳ ରେ ମାତୃଶକ୍ତି ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ମହାନ୍ତିଙ୍କ ନେତୃତ୍ବରେ ଶୁଖିଲା ଖାଦ୍ୟ ଓ ପାଠ୍ୟ ପୁସ୍ତକ ବଣ୍ଟନ କରାଯାଇଥିଲା। ଲକ୍ଡାଉନ୍ ଆରମ୍ଭ ଦିନଠାରୁ ସ୍ଥାନିୟ ବସ୍ତି ତଥା ନିରାସ୍ରୟ ଲୋକଙ୍କୁ ଜରୁରୀସାମଗ୍ରୀ ସହ ଅନ୍ୟାନ୍ୟ ଆବଶକୀୟ ଉପକରଣ ମାନ ଯୋଗାଇ ଆସୁଛନ୍ତି।ଫାଉଣ୍ଡେସନ ଅଧ୍ୟକ୍ଷାଙ୍କ ମତାନୁସାରେ ସମସ୍ତ ସଦସ୍ୟ ମାନଙ୍କର ସଦ୍ଇଛ୍ଛା ଓ ଅଦମ୍ୟ ସହଯୋଗରେ ଏହି ସବୁ ସମ୍ଭବ ହୋଇପାରିଛି। ଏହି କର୍ଯ୍ୟକ୍ରମ ରେ ମାତୃଶକ୍ତି ଫାଉଣ୍ଡେସନ ର କର୍ମକର୍ତ୍ତା ସୁକାନ୍ତି ,ସୋନି,ଜୟନ୍ତୀ,ସବିତା, ପ୍ରଭାତୀ,ଗୋଲାପ, ରୋଜି, ଶକୁନ୍ତଳା, ଦିପୀନା, ସଞ୍ଜୟ, ଆଦିତ୍ୟ, ସୁଶାନ୍ତ, ସମରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଏଇ ଭଳି ପ୍ରୟାସ ଜାରି ରହିବ ବୋଲି ମାତୃଶକ୍ତି ଫାଉଣ୍ଡେସନ ର ଅଧକ୍ଷ୍ୟା ଶ୍ରୀମତୀ ପ୍ରଭାସିନୀ ମହାନ୍ତି ମତବ୍ୟକ୍ତକରିଥିଲେ ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ