Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ପକ୍ଷରୁ ସେବା କେନ୍ଦ୍ର ଉଦ୍‌ଘାଟିତ

0

ଭୁବନେଶ୍ୱର:ନିରପେକ୍ଷ ଖବର: ତା ୦୨/୦୬ – ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ପକ୍ଷରୁ ସଭାପତି ସଂକୁନା କହଁରଙ୍କ ନେତୃତ୍ୱରେ କଂଗ୍ରେସ ଭବନ ସମ୍ମୁଖରେ ଏକ ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ସେବା କେନ୍ଦ୍ରକୁ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ସଂକୁନା କହଁରଙ୍କର ଏତାଦୃଶ କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିବା ସହ ଏହିଭଳି କାର୍ଯ୍ୟକ୍ରମ କରିବାକୁ ଯୁବକମାନଙ୍କ ଆହ୍ୱାନ କରିଥିଲେ । ଏହି ଅବସରରେ ଶ୍ରୀ ରାଉତରାୟ ଆଜି କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀମାନଙ୍କୁ ଖାଦ୍ୟ ସହ ମାସ୍କ ଓ ସାନିଟାଇଜର ବଂଟନ କରିଥିଲେ । ପ୍ରକାଶଥାଉକି ଶ୍ରୀ କହଁର ଲକ୍ ଡାଉନ୍‌ର ପ୍ରଥମ ଦିନରେ ଦୀର୍ଘ ଅଢ଼େଇ ମାସ ଧରି ଗରିବ ଲୋକମାନଙ୍କୁ ରନ୍ଧା ଖାଦ୍ୟ ଓ ଅତ୍ୟାବଶକୀୟ ଶୁଖିଲା ଖାଦ୍ୟ ପ୍ରଭୃତି ନିରବଚ୍ଛିନ୍ନ ଭାବେ ବଂଟନ କରି ଚାଲିଛନ୍ତି । ଆଗକୁ ଏହିପରି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଶ୍ରୀ କହଁର ପ୍ରକାଶ କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମନୋରଞ୍ଜନ ଦାଶ, ପ୍ରକାଶ ମିଶ୍ର, ଦୀପକ ମହାପାତ୍ର, ଲିଙ୍ଗରାଜ ସାହୁ, ମାନସ ଆଚାର୍ଯ୍ୟ, ମୁନି ଥାପା, ମୁନା ରାଓ, ଖଗେଶ୍ୱର ମଲ୍ଲିକ, ସନ୍ତୋଷ ସେଠୀ, ରାଜକିଶୋର ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

Advertisement
Mo sapath

Leave A Reply

Your email address will not be published.