Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

କଟକ ଓ ଭୁବନେଶ୍ୱର ମଧ୍ୟରେ ଗଡ଼ିବା ବସ..

ଯାତୟାତ କରିବେ ସରକାରୀ କର୍ମଚାରୀ...

0

ଭୁବନେଶ୍ବର ନିରପେକ୍ଷ ଖବର:ତା୧୨/୫/ ସରକାରୀ ଅଧିକାରୀଙ୍କ ଯାତାୟତ ପାଇଁ ରାଜ୍ୟ ସରକାର ବସ୍ ଚଳାଇକୁ ନିସ୍ପତି ନେଇଛନ୍ତି। ଆସନ୍ତାକାଲିଠୁ ଏହି ସେବା ଆରମ୍ଭ ହେବ । କଟକରୁ ଭୁବନେଶ୍ବରକୁ ଗୋଟିଏ ବସ୍ ଯାତାୟତ କରିବ । ଭଡା ୩୦ ଟଙ୍କା ନିଆଯିବ । ଏନେଇ ପରିବହନ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।ଗ୍ରୀନ୍ ଜୋନ୍ରେ ରେ ବସ୍ ଗଡିବା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି ପରିବହନ ବିଭାଗ ପଠାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ଭଡାକୁ ଦ୍ବିଗୁଣିତ କରିବା ପାଇଁ ବ୍ୟବସ୍ଥା ହୋଇଛି । ଯେହେତୁ ଗ୍ରୀନ୍ ଜୋନ୍ ରେଡ୍ ଜୋନ୍ ହୋଇଯାଉଛି ତେଣୁ ବସ୍ ଚଳାଚଳ କରିବାରେ ସମସ୍ୟା ହେଉଛି । ଦିନେ କି ଦୁଇ ଦିନ ଭିତରେ ସରକାର ଏନେଇ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।ସେହିଭଳି ଟ୍ରେନ୍ ଚଳାଚଳ ପ୍ରସଙ୍ଗ ମନ୍ତ୍ରୀ କହିଛନ୍ତି ଆଜି ସନ୍ଧ୍ୟା ସୁଦ୍ଧା ପ୍ରସ୍ତୁତ ଗାଇଡ୍ ଲାଇନ୍ କରାଯିବ । ଯେଉଁ ମାନେ ଆସିବେ ସେମାନେ ଗାଇଡ୍ ଲାଇନ୍ ମାନିବାକୁ ବାଧ୍ୟ । ସଂଘରୋଧ ଓ ସାମାଜିକ ଦୂରତା ମଧ୍ୟ ପାଳନ କରିବେ । ଟ୍ରେନ୍ ଯୋଗେ ପ୍ରାୟତଃ ଭିଆଇପି ଲୋକ ଆସୁଛନ୍ତି ତ ସେମାନେ ନିଜସ୍ବ ସୁବିଧାରେ ଯାତାୟତ କରିବେ । ଯେଉଁମାନେ ଯାଇ ପାରିବେ ନାହିଁ ସେମାନଙ୍କ ପାଇଁ ସରକାର ବ୍ୟବସ୍ଥା କରିବେ । ଯେଉଁମାନେ ଅନ୍ୟ ରାଜ୍ୟରୁ ଆସୁଛନ୍ତି ସେମାନଙ୍କ ପାଇଁ ପଞ୍ଜିକରଣ ବାଧ୍ୟତାମୂଳକ କରାଯାଇଛି । ଯଦି ସେମାନେ ପଞ୍ଜିକରଣ କରି ନଥିବେ ଏଠାରେ କରିପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Mo sapath

Leave A Reply

Your email address will not be published.