Blank space
Blank space
Breaking News/ମୁଖ୍ୟ ଖବର:
ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳା
Blank space

ବାରିପଦାରେ ଜଣେ କରୋନା ରୋଗୀ ସନ୍ଦେହ

ବାରିପଦା(ନିରପେକ୍ଷ ଖବର)ତା-୧୬/୦୩-ବାରିପଦା ରେ ଜଣେ କରୋନା ରୋଗୀ ସନ୍ଦେହରେ ପିଆରଏମ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।ସନ୍ଦିଗ୍ଧ ଜଣକ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସହ ଦିଲ୍ଲୀରୁ ଆସିଥିଲେ। ତେଣୁ ଭୟରେ ସନ୍ଦିଗ୍ଧ ଜଣକ ପିଆରଏମ ମେଡିକାଲରେ ଏ ସମ୍ପର୍କରେ କହିବା ସହିତ ଚିକିତ୍ସା କରିବା ପାଇଁ  ନିବେଦନ କରିଥିଲେ। ଫଳରେ ହସ୍ପିଟାଲରେ ଥିବା ଡାକ୍ତରମାନେ ତାଙ୍କୁ ସ୍ୱତନ୍ତ୍ର ପ୍ରକୋଷ୍ଠରେ ରଖି ତାଙ୍କର ବିଭିନ୍ନ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଲାବକୁ ପଠାଇଛନ୍ତି। ଲ୍ୟାବରୁ ପୁରା ରିପୋର୍ଟ ଆସିବା ପରେ ସେ କରୋନା ରୋଗରେ ଆକ୍ରାନ୍ତ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହେବ ବୋଲି ପିଆରଏମ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। 

Mo sapath

Comments are closed.