Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ପାଠ ହେଲା କାଳ…..

0
Advertising:

ବାରିପଦା(ନିରପେକ୍ଷ ଖବର)ତା-୧୦/ଡ଼ିସେମ୍ବର/୨୦୧୯-ପାଠ ହେଲା କାଳ ।ସ୍କୁଲ ଯିବାକୁ ବାଧ୍ୟ କରିବାରୁ ଛାତ୍ର କଲେ ଆତ୍ମହତ୍ୟା।ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ ପଶୁଦା ଗ୍ରାମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଭଳି ସମ୍ବେଦନଶୀଳ ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ବାରିପଦା ପିଆରଏମ୍ ମେଡିକାଲକୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୁଚନା ମୁତାବକ ଛାତ୍ର ଜଣଙ୍କ ବିଦ୍ୟାଳୟ ଯିବାକୁ ମନା କରିବାରୁ ଘରଲୋକ ତାକୁ ବାଧ୍ୟ କରିଥିଲେ ଫଳରେ ଛାତ୍ର ଜଣକ ଘରେ କବାଟ ବନ୍ଦ କରି ଦେହରେ କିରାସିନି ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଅର୍ଦ୍ଧଦଗ୍ଧ ଅବସ୍ଥାରେ ତାଙ୍କୁ ବଡ଼ସାହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଅଣାଯାଇଥିଲା। ସେଠାରେ ଗୁରୁତ୍ବର ହେବାରୁ ତାଙ୍କୁ ପିଆରଏମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଛାତ୍ର ଜଣକ ହେଉଛନ୍ତି ନବୀନ ମରାଣ୍ଡୀଙ୍କ ପୁଅ କାଳିଦାସ ମାରାଣ୍ଡି(13) ବୋଲି ଜଣାପଡିଛି

Mo sapath

Leave A Reply

Your email address will not be published.