Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ଭତ୍ତା ନେଲା ଜୀବନ

0

*ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ…..

ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦-ଭତ୍ତା ନେବା ପାଇଁ ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ।

Blank space
Advertising:

ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ୧୮ ନମ୍ବର ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକରେ ଏ ଭଳି ଏକ ଦୁଃଖଦ ଘଟଣା ଘଟିଛି। ବାଇଗଣବାଡ଼ିଆ ଗ୍ରାମପଞ୍ଚାୟତ ର ଚାଉଳଘେରି ଗ୍ରାମର ବୃଦ୍ଧା ସୁନି ସିଂ ଗ୍ରାମପଞ୍ଚାୟତ କୁ ଭତ୍ତା ନେବାପାଇଁ ୧୮ ନମ୍ବର ଜାତୀୟ ରାଜପଥ ପାରି ହେଇଯାଉଥିବା ବେଳେ ଅଜଣା ଗାଡି ପଛପଟୁ ଧକ୍କାଦେଇଥିଲା ଫଳରେ ବୃଦ୍ଧା ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅଜଣା ଗାଡି ଟି ବୃଦ୍ଧା ଙ୍କୁ ଧକ୍କା ଦେବାପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣା ପରେ ଗ୍ରାମବାସୀ ମୃତକ ଙ୍କ ପରିବାର ବର୍ଗ କୁ କ୍ଷତିପୂରଣ ଓ ବାଇଗଣବାଡ଼ିଆ ଛକ ରେ ଓଭରବ୍ରିଜ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପହଞ୍ଚି ଉତ୍ତକ୍ତ ଲୋକଙ୍କ ସହ ବୁଝାସୁଝା କରିଥିଲେ ବି ବର୍ତ୍ତମାନ ସୁଦ୍ଧା ରାସ୍ତାରୋକ ହଟିନାହିଁ। ଜାତୀୟ ରାଜପଥର ଦୁଇ ପାର୍ଶ୍ୱ ୨କିଲୋମିଟର ପର୍ଯ୍ୟନ୍ତ ଅବରୋଧ ହେବାଫଳରେ ଶହଶହ ଟ୍ରକ ଓ ବସ ଅଟକି ରହିଛି।

Mo sapath

Leave A Reply

Your email address will not be published.