ଭୁବନେଶ୍ୱର,ନିରପେକ୍ଷ ଖବର:ତା,୧୪/୦୧/୨୦-ଆସନ୍ତାକାଲି ମକର ସଂକ୍ରାନ୍ତି ପାଈଁ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ ପବିତ୍ର ମକର ସଂକ୍ରାନ୍ତିକୁ ଓଡିଶାର ଗଣପର୍ବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହି ଛୁଟି ଘୋଷଣା କରାଯାଇଛି ।ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି ।
