Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ସିମୁଳିଆ ପୋଲିସ୍ ର ବେପରୁଆ ମନୋଭାବ ପାଇଁ ଲକ୍ ଡାଉନ୍ କଟକଣା ମାନୁ ନାହାନ୍ତି ଜନତା..

ମାର୍କୋଣା ରାବଣ ପୋଡ଼ି ପଡ଼ିଆର ପରିବା ବଜ଼ାରରେ ରହୁନି ସାମାଜିକ ଦୂରତା...

0

ବାଲେଶ୍ଵର//ସିମୁଳିଆ,ନିରପେକ୍ଷ ଖବର: ତା’ ୧୭/୦୪/୨୦ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁରୋଧ ପରେ ମଧ୍ୟ ଏବେବି ଅଧିକାଂଶ ସ୍ଥାନରେ ଲକ୍ ଡାଉନ୍ କଟକଣାକୁ ଲୋକେ ଖାତିର କରୁ ନାହାନ୍ତି। କରୋନା ଭାଇରସର ଭୟାବହତା ସମ୍ପର୍କରେ ସବୁ ଜାଣି ଶୁଣି ବି ସରକାରୀ ନୀତି ନିୟମକୁ ଫୁ କରି ଉଡାଇ ଦେଉଛନ୍ତି। ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ମାର୍କୋଣାଠାରେ ଥିବା ଏକ ପରିବା ବଜାରରେ ଏମିତି କିଛି ଚିତ୍ର ଦେଖିବାକୁ ମିଳିଛି। ସିମୁଳିଆ ପୋଲିସ୍ ବେପରୁଆ ମନୋଭାବ ପାଇଁ ସ୍ଥାନୀୟ ରାବଣ ପୋଡ଼ି ପଡ଼ିଆରେ ବସିଥିବା ପରିବା ହାଟରେ ସାମାଜିକ ଦୂରତା ରଖୁ ନାହାଁନ୍ତି ଉଭୟ ବ୍ୟବସାୟୀ ଓ ଗ୍ରାହକ। ଏଠି ନା ଅଛି ସମାଜକି ଦୂରତା ନା କେହି ମାନୁଛନ୍ତି କଟକଣା। ସବୁଠାରୁ ଦୁଃଖର କଥା ହେଉଛି ରାଜ୍ୟ ସରକାରଙ୍କ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଘର ପାର୍ଶରେ ଏହି ପରିବା ହାଟଟି ରହିଛି। ତଥାପି ସିମୁଳିଆ ପୋଲିସ୍ ସରକାରୀ ନିର୍ଦେଶକୁ ପାଳନ କରିବାରେ ତିଳେ ହେଲେ ଉଦ୍ୟମ କରୁ ନ ଥିବା ଭଳି ଦେଖାଯାଉଛି। ଏନେଇ ମନ୍ତ୍ରୀ ମଧ୍ୟ କିଛି ତାଗିଦ କରୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି।

Mo sapath

Leave A Reply

Your email address will not be published.