Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବିପିୟୁଟି ପରୀକ୍ଷା କାର୍ଯ୍ୟସୂଚୀକୁ ନେଇ ଏଓବିଏସ୍ଓ ଛାତ୍ର ସଂଘଠନ ତରଫରୁ ଅସନ୍ତୁଷ୍ଟ ପ୍ରକାଶ।

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା- ୦୭.୦୬.୨୦୨୦ ଆଜି ଅଲ ଓଡିଶା ବିପିୟୁଟି ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ (ଏଓବିଏସ୍ଓ) ତରଫରୁ ବିପିୟୁଟି ଫାଇନାଲ ସେମିଷ୍ଟର ପରୀକ୍ଷା ଜୁନ ଶେଷ ବା ଜୁଲାଇ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ ବୋଲି ବିପିୟୁଟି ଯେଉଁ ଗାଇଡିଲାଇନ ପ୍ରସ୍ତୁତି କରାଯାଇଛି ଏହା ଛାତ୍ର ଛାତ୍ରୀ ମାନଙ୍କୁ ମାନସିକ ଆଘାତ ଦେଇଥିବାରୁ ଛାତ୍ର ସଂଘଠନ ତରଫରୁ ଅସନ୍ତୋଷ ପ୍ରକାଶ କରାଯାଇଛି। ବର୍ତ୍ତମାନ ବିଶ୍ୱ ଏହି ମହାମାରୀ କରୋନା ପାଇଁ ଲଢ଼ୁଥିବା ସମୟରେ ଜନସାଧାରଣ ମାନେ ଯାତାୟାତ ର ବହୁ ଅସୁବିଧାର ସମୁଖୀନ ହେଉଛନ୍ତି। ବିପିୟୁଟି ଗାଇଡିଲାଇନି ଅନୁସାରେ ନିଜ ଜିଲ୍ଲାରେ ନିଜେ ପରୀକ୍ଷା ଦେବେ ଏହି ବିଷୟକୁ ଧ୍ୟାନ ଦେଲେ ଜଣାପଡ଼ୁଛି ଜିଲ୍ଲାର କୋଣ ଅନୁକୋଣରୁ ଜିଲ୍ଲା ମୁଖ୍ୟାଳୟ କୁ ଆସିବାକୁ ଲୋକଙ୍କୁ କେତେ ହଇରାଣ ହେବାକୁ ପଡୁଛି ତାହା ସହ ରାଜ୍ୟ ବାହାରୁ ବହୁ ଛାତ୍ରଛାତ୍ରୀ ବିପିୟୁଟି ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଛନ୍ତି ସେମାନଙ୍କ କିପରି ଓଡ଼ିଶା ଆସିବେ ତାହା ବିପିୟୁଟି ବୋଧହୁଏ ଦୁଷ୍ଟି ଆକର୍ଷଣ କରିନାହିଁ। ଏହି ବାବଦରେ ଏଓବିଏସ୍ଓ ସଂଘଠନର ମୁଖ୍ୟ ସଂଘଠନ ପବନ କୁମାର ସ୍ୱାଇଁ ଓ ଅନନ୍ତ ନାରାୟଣ ଜେନା ଙ୍କ ସହ ସଭାପତି ଅଜୟ କୁମାର, ଆଚାର୍ଯ୍ୟ ରକି ପ୍ରିୟଦର୍ଶନ, ଚନ୍ଦ୍ରଶେଖର ସାହୁ, ଚିନ୍ମୟ ଦାସ, ଅଂକେଶ କୁମାର ମହାପାତ୍ର, ଶୁଭମ ସ୍ୱାଇଁ, ଅରୁଣ ଜଗଦେବ, ରମ୍ୟରଂଜନ ମଲ୍ଲିକ, ଜଗନ୍ନାଥ ସାମଲ, ଦେବବ୍ରତ ବେହେରା, ଶତାବ୍ଦୀ ମିଳନ ବେଉରା, ସ୍ବେଦେଶ ନାୟକ, ଜ୍ଞାନଜିତ ଦାସ, ପ୍ରଭାତ ପାଣିଗ୍ରାହୀ, ତନବୀର ଆଲାମ ଖାଁ, ସତ୍ୟଜିତ ପ୍ରଧାନ, ଦେବାଶିଷ ପରିଡା, ବିଶ୍ୱନାଥ ବେହେରା, ସୌମ୍ୟରଂଜନ ସାମଲ, ଦେବାଶିଷ ପଣ୍ଡା, ବିବେକାନନ୍ଦ ନାୟକଙ୍କ ସହ ଅନ୍ୟାନ୍ୟ ସଦସ୍ୟ ମାନେ ବିପିୟୁଟି ତଥା ରାଜ୍ୟ ସରକାରଙ୍କୁ ଆଉ କିଛି ଦିନ ପାଇଁ ପରୀକ୍ଷା ସ୍ଥଗିତ କରିବା ପାଇଁ ଅନୁରୋଧ କରାଯାଇଛି।

Advertisement
Mo sapath

Leave A Reply

Your email address will not be published.