Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଭୁବନେଶ୍ୱରରେ ଆଜି ଆଉ ୨ କରୋନା ଆକ୍ରାନ୍ତ ଚିନ୍ହଟ…

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୭/୦୬ ରାଜଧାନୀରେ ଆଜି ଆଉ ୨ କରୋନା ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି। ପଟିଆ ଅଞ୍ଚଳରେ ଗୋଟିଏ ପରିବାରର ସଦସ୍ୟ ୨ଜଣ । ଜଣେ ପୁରୁଷ ବୟସ ୪୦ ଓ ଅନ୍ୟ ଜଣେ ଝିଅ ୮ ବର୍ଷୀୟ। ଦୁହିଁଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଦିଲ୍ଲୀ ଗସ୍ତ ରହିଛି। ଦିଲ୍ଲୀରୁ ଫେରି ୨ଜଣ ହୋମକୁରେଣ୍ଟଆଇନ୍ ରେ ଥିଲେ।ଏମାନଙ୍କୁ ମିଶାଇ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ରେ ପହଂଚିଲା। ଚିକିତ୍ସିତ ହେଉଛନ୍ତି ୩୪, ସୁସ୍ଥ ହେଇଛନ୍ତି ୫୧ ଓ ମୃତ୍ୟୁ ବରଣ କରିଥିବା ସଂଖ୍ୟା ୩। ଏନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।

Advertisement
Mo sapath

Leave A Reply

Your email address will not be published.